Category: ଭୁବନେଶ୍ବର

ବଡ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ; ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି । ୧ ଲକ୍ଷ ୮୮ ହଜାର ବଞ୍ଚିତ ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା…

ଭାଙ୍ଗୁଛି ମାଓ ଗଡ, ମାଟି ତଳେ ଟଙ୍କା ଲୁଚାଇ ରଖିଲେ ମାଓବାଦୀ ଉଦ୍ଧାର କଲେ ସୁରକ୍ଷାକର୍ମୀ

ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରୁ ମାଟି ତଳୁ ମିଳିଛି ଲକ୍ଷ ଲକ୍ଷ ଟଙ୍କା। ମାଓବାଦୀମାନେ ଏହି ଟଙ୍କା ଲୁଚାଇ ରଖିଥିବା ଜଣାପଡ଼ିଛି। ଗୁପ୍ତ ସୂଚନା ଆଧାରରେ ଝାଡ଼ଖଣ୍ଡର ଚାଇବାସା ପୁଲିସ ପ୍ରାୟ ୩୫ ଲକ୍ଷ ଟଙ୍କା ଜବତ କରିଛି। ଉଦ୍ଧାର ଟଙ୍କାବିଡ଼ାଗୁଡ଼ିକ…

ମନ୍ତ୍ରୀଙ୍କ ବଡ ଘୋଷଣା; ବଢିବ ଚାଷୀ ପଞ୍ଜୀକରଣ ସମୟସୀମା

ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ। ବଢିବ ଚାଷୀ ପଞ୍ଜୀକରଣ ସମୟସୀମା । ଚାଷୀ ପଞ୍ଜୀକରଣ ଲାଗି ଶେଷ ତାରିଖ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ରହିଛି । ଯଦି କିଛି ଅଭିଯୋଗ ଆସେ ସର୍ଭର ଡାଉନ କାରଣରୁ…

ଆମ ପ୍ରତିଭା ଆମ ପରିଚୟ ଅନୁଷ୍ଠାନ ପକ୍ଷରୁ ପ୍ରସ୍ତୁତି ବୈଠକ

ଆମ ପ୍ରତିଭା ଆମ ପରିଚୟ ଅନୁଷ୍ଠାନ ପକ୍ଷରୁ ପ୍ରସ୍ତୁତି ବୈଠକ ତାଳଚେର ୨୭/୭ ତାଳଚେର ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଆମ ପ୍ରତିଭା ଆମ ପରିଚୟ” ଅନୁଷ୍ଠାନ ପକ୍ଷରୁ ଆଜି ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି…

ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ : ସଫେଇ କର୍ମଚାରୀଙ୍କୁ ମିଳିବ ୧୦ଲକ୍ଷର ଜୀବନବୀମା ସହିତ ମିଳିବ ମୋବାଇଲ

ସଫେଇ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଲୋକସେବା ଭବନରେ ‘ଗରିମା’ କାର୍ଯ୍ୟକ୍ରମରେ ସିଏମ୍‌ଙ୍କ ଘୋଷଣା । ୧୦ ଲକ୍ଷର ଜୀବନବୀମା ପାଇବେ ସଫେଇ କର୍ମଚାରୀ । ସବୁ ସୁରକ୍ଷା ସତ୍ତ୍ବେ କର୍ମକ୍ଷେତ୍ରରେ ମୃତ୍ୟୁ ହେଲେ ପରିବାରକୁ ୩୦ ଲକ୍ଷ…

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ କଲେ ରାଜ୍ୟ ସରକାର !

ରାଜଧାନୀ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ପୁରୁଣା କଣ୍ଟ୍ରାକ୍ଟକୁ ରାଜ୍ୟ ସରକାର ବାତିଲ୍ କରିଛନ୍ତି। ସିଇଆଇଜିଆଇଏଲ୍ ଇଣ୍ଡିଆ ଲିମିଟେଡ୍ ଏବଂ ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ୍ ଲିମିଟେଡ୍‌କୁ ପୂର୍ବ ସରକାର କଣ୍ଟ୍ରାକ୍ଟ ଦେଇଥିଲେ। କିନ୍ତୁ ଏହି ଦୁଇ କଂପାନି ରାଜ୍ୟ ସରକାରଙ୍କ…

ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର, ପୁରୁଷ ୬ ହଜାର, ମହିଳାଙ୍କ ଭତ୍ତା ୭ ହଜାରକୁ ବୃଦ୍ଧି

ବଢ଼ିଲା ବୁଣାକାରଙ୍କ ଭତ୍ତା । ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତାରେ ୬ ହଜାର ଟଙ୍କା ବୃଦ୍ଧି ଘୋଷଣା କଲେ ମୋହନ ମାଝୀ । ସେହିପରି ମହିଳା କର୍ମଚାରୀଙ୍କ ଭତ୍ତା ୭ ହଜାରଟଙ୍କାକୁ ବୃଦ୍ଧି କରିବା ନେଇ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି…

୩ ମାସ ଭିତରେ ଜବ୍‌ କାର୍ଡ e-KYC ନକଲେ କଟିବ ଜବ୍‌ କାର୍ଡ: ପଞ୍ଚାୟତିରାଜ ମନ୍ତ୍ରୀ

ଫେକ୍‌ ଜବ୍‌ କାର୍ଡ ଧରିବାକୁ ଆରମ୍ଭ ହେବ e-KYC । ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ୩ ମାସ ଭିତରେ ଜବ୍‌ କାର୍ଡ e-KYC ନକଲେ କଟିବ ଜବ୍‌ କାର୍ଡ। ସରକାର ବାହାର କରିଛନ୍ତି ଫେକ୍‌ ଜବ୍‌…

ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ

ପ୍ରଫେସର ଯଜ୍ଞେଶ୍ବେର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ ମିଳିଛି। ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ ନିଯୁକ୍ତି ନେଇ ଶୁକ୍ରବାର ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ନୂଆ କୁଳପତି ନିଯୁକ୍ତି ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ Post Views: 13

ଦରମା ଲକ୍ଷେ ଛୁଇଁନି; ଘରୁ ବାହାରିଲା ନଗଦ ୧.୪୩ କୋଟି

ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍। ପି.ଆର୍ ପେଟା ବାସଭବନ ସମେତ ଜୟପୁର ବନଖଣ୍ଡ ଅଫିସରେ ଚଢାଉ। ଭୁବନେଶ୍ୱର ରଘୁନାଥପୁରରେ ଥିବା ଭାଇ ଘରେ ମଧ୍ୟ…