ଆସନ୍ତାକାଲିଠାରୁ ଆରମ୍ଭ ହେବ ଚାଷୀ ପଞ୍ଜୀକରଣ
ଭୂବନେଶ୍ୱର: ୧୯ ତାରିଖ (ଆସନ୍ତାକାଲି)ରୁ ଆରମ୍ଭ ହେବ ଚାଷୀ ପଞ୍ଜିକରଣ। ଏନେଇ ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୫-୨୬ ବର୍ଷର ଖରିଫ ଧାନ ଫସଲ ପାଇଁ ୧୯ରୁ ଏହି ପଞ୍ଜୀକରଣ କରାଯିବ। ଏନେଇ ଡିଆରସି ଓ ଏଆରସି ମାନଙ୍କୁ…
ଭୂବନେଶ୍ୱର: ୧୯ ତାରିଖ (ଆସନ୍ତାକାଲି)ରୁ ଆରମ୍ଭ ହେବ ଚାଷୀ ପଞ୍ଜିକରଣ। ଏନେଇ ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୫-୨୬ ବର୍ଷର ଖରିଫ ଧାନ ଫସଲ ପାଇଁ ୧୯ରୁ ଏହି ପଞ୍ଜୀକରଣ କରାଯିବ। ଏନେଇ ଡିଆରସି ଓ ଏଆରସି ମାନଙ୍କୁ…
ଭୂବନେଶ୍ବରର ଜାଗମରା ସ୍ଥିତ ଏକ ଘରୋଇ କଲେଜରେ ଭୟଙ୍କର ଅଗ୍ନିକାଣ୍ଡ । AC କମ୍ପ୍ରେସରରୁ ଅଡିୟୋରିୟମରେ ନିଆଁ ଲାଗିଥିବା ସୂଚନା ମିଳିଛି । ସେହି ସମୟରେ ୧୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ…
ଛାତ୍ରୀମାନଙ୍କୁ ସଶକ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ରାଜ୍ୟରେ ଖୋଲିବ ଆଉ ୫ଟି ନୂଆ ମହିଳା NCC ବାଟାଲିୟନ । ଏନେଇ ଓଡ଼ିଶା ଏନସିସି ନିର୍ଦ୍ଦେଶକଙ୍କୁ ଚିଠି କରିଛି ଉଚ୍ଚଶିକ୍ଷା ବିଭାଗ । ରାଜ୍ୟର ବର୍ତ୍ତମାନ ଏଏନସିସି କ୍ୟାଡେଟ…
କଟକ : ବାଲେଶ୍ଵର ଛାତ୍ରୀ ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ବିଜେଡ଼ି ପକ୍ଷରୁ ଲୋୟର ପିଏମଜି ରେ ବିକ୍ଷୋଭ ପ୍ରଦର୍ଶନ କରଯାଇଥିଲା । ଆଉ ଆଜି ପିସିସି ସଭାପତି ଭକ୍ତ ଦାସଙ୍କ ଆହ୍ବାନରେ ଓଡ଼ିଶା ବନ୍ଦ୍ କରିଛି…
ଲୋୟର ପିଏମ୍ଜି ପାଲଟିଲା ରଣକ୍ଷେତ୍ର । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ । ବିଜେଡି କର୍ମୀ ଓ ପୁଲିସ ମୁହାଁମୁହିଁ । ଅରୁଣ ସାହୁଙ୍କ ସମେତ ଶତାଧିକ ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୁଲିସ । ଏଫ୍ଏମ୍ କଲେଜ ଛାତ୍ରୀ…
ଭୂବନେଶ୍ୱର,୧୭/୭: ବାଲେଶ୍ବର ଫକୀର ମୋହନ (FM) ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ କଂଗ୍ରେସ ଦଳ ଆସନ୍ତାକାଲି (ଜୁଲାଇ ୧୭) ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି। ଏହି ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ଗୃହ…
ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ ଆନ୍ଦୋଳନର ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ। ଏହି ଆନ୍ଦୋଳନ…
ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୧ଟି ବିଭାଗର ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଏହି ସୂଚନା ପ୍ରଦାନ କରିଛନ୍ତି। ମଞ୍ଜୁର ହୋଇଥିବା ପ୍ରସ୍ତାବ ମଧ୍ୟରେ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲା…
୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ପ୍ରଥମ କିସ୍ତିରେ ଦେଢ଼ ହଜାର ନେଇଥିଲେ। ଆଜି ଦ୍ୱିତୀୟ କିସ୍ତିରେ ଅଢ଼େଇ ହଜାର ନେବା ବେଳେ ମାଡ଼ି ବସିଲେ ଭିଜିଲାନ୍ସ ଅଧିକାରୀ। ବୁଧବାର କିଛି ସମୟ ପୂର୍ବରୁ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣାର ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟର…
ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ । ଏହି ସମୟରେ ସଂସଦ ଘେରାଉ କରିବ କଂଗ୍ରେସ । ଓଡିଶା ପ୍ରସଙ୍ଗକୁ ପ୍ରାଥମିକତା ଦିଆଯିବ ପାଇଁ ଦାବି କରିବ କଂଗ୍ରେସ । ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟୟ । ଏଠି ସିଷ୍ଟମ ପୁରା…