Category: ଭୁବନେଶ୍ବର

ଜଗନ୍ନାଥ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତି ପ୍ରକ୍ରିୟା ଆରମ୍ଭ, ଆଇନ ମନ୍ତ୍ରୀ

ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ ହୋଇସାରିଛି । କିନ୍ତୁ ଗଣତି ମଣତି ଲାଗି ଟିକିଏ ସମୟ ଲାଗିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଣତି କାର୍ଯ୍ୟ ପାଇଁ ରିଜର୍ଭ ବ୍ୟାଙ୍କର ସହାୟତା ଲୋଡ଼ା ଯାଇଛି । ସେଠାରୁ…

ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କଲେ ଅର୍ଚ୍ଚନା ନାଗ

ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କଲେ ଅର୍ଚ୍ଚନା ନାଗ ।ପୂର୍ବରୁ ହୋଇଥିବା ଗିରଫଦାରୀକୁ ବିରୋଧ କରି ନ୍ୟାୟ ପାଇଁ ଗୁହାରି କଲେ । ‘ମୋ ସହ ଅନ୍ୟାୟ ହୋଇଛି, ମୋ ନାଁରେ ମିଛ ଅଭିଯୋଗ ଅଣାଯାଇଥିଲା’। ପୂର୍ବ ସରକାର ସହ ପୋଲିସ…

ଆସନ୍ତାକାଲି ଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ

ଆସନ୍ତାକାଲି ଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ । ଏ ନେଇ ନିଷ୍ପତ୍ତି ନେଇଛି ଘରୋଇ ବସ୍ ମାଲିକ ସଙ୍ଘ । ପୁରୀ ଠାରେ ଅନୁଷ୍ଠିତ ଘରୋଇ ବସ୍ ମାଲିକ ସଙ୍ଘ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବସ୍…

କଂଗ୍ରେସକୁ ଟାର୍ଗେଟ କଲେ ସୁରେଶ ପୂଜାରୀ, କହିଲେ ଶହେ ମୂଷା ଖାଇବା ପରେ ବିଲେଇ ତୀର୍ଥ ଗଲା ଭଳି କଥା

କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନ୍ତ୍ରୀ ସୁରେଶ ପୂଜାରୀ ।ରାହୁଲଙ୍କ ଅଭିଭାଷଣକୁ ନେଇ ତୀବ୍ର ସମାଲୋଚନା କଲେ । ସମ୍ବିଧାନକୁ ରକ୍ତାକ୍ତ କରିଥିବା ଓ ବିପଦରେ ପକାଇଥିବା ଦଳ କଂଗ୍ରେସ । ଜରୁରୀ ପରିସ୍ଥିତି ଘୋଷଣା କରି ସମସ୍ତଙ୍କ କଣ୍ଠରୋଧ କରାଗଲା…

ଓଡ଼ିଶାରେ ସବୁ କିଛି କରିଛି କଂଗ୍ରେସ, ମଲ୍ଲିକାର୍ଜୁନ ଖାର୍ଗେ

ଓଡ଼ିଶାରେ ସବୁ କିଛି କରିଛି କଂଗ୍ରେସ, ମଲ୍ଲିକାର୍ଜୁନ ଖାର୍ଗେ କଂଗ୍ରେସ ସଭାପତି ମଲିକାର୍ଜୁନ ଖାର୍ଗେ ସମ୍ବିଧାନ ବଞ୍ଚାଅ ସମାବେଶରେ କେନ୍ଦ୍ର ଓ ରାଜ୍ୟର ଡବଲ ଇଞ୍ଜିନ ସରକାରଙ୍କୁ ତୀବ୍ର ଆକ୍ରମଣ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଏହି ସରକାର ଗରିବଙ୍କ…

ସମ୍ବିଧାନ ବଞ୍ଚାଅ ସମାବେଶରେ ରାହୁଲଙ୍କ ସମ୍ବୋଧନ; ବିଜେପି ଉପରେ ବର୍ଷିଲେ

ସମ୍ବିଧାନ ବଞ୍ଚାଅ ସମାବେଶରେ ରାହୁଲଙ୍କ ସମ୍ବୋଧନ । କଂଗ୍ରେସ କର୍ମକର୍ତ୍ତାଙ୍କ ମୁଡ୍‌ କିପରି ଅଛି ପ୍ରଶ୍ନ କଲେ ରାହୁଲ। କଂଗ୍ରେସ କର୍ମକର୍ତ୍ତାଙ୍କୁ ପ୍ରଶଂସା କଲେ ରାହୁଲ୍‌ । ସରକାର ଗରିବଙ୍କୁ ଲୁଟୁଛନ୍ତି କହିଲେ ରାହୁଲ । ବିଜେପି ପୂରା ଦେଶରେ ସମ୍ବିଧାନ…

ଚଳିତ ମାସରେ ଖାଉଟିଙ୍କୁ ମିଳିବ ଗହମ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର -ଚଳିତ ମାସରେ ଖାଉଟିଙ୍କୁ ମିଳିବ ଗହମ । ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ ସହ ମିଳିବ ଗହମ। ପୂର୍ବରୁ ଗହମ ଯୋଗାଣ ବନ୍ଦ ଥିବା ବେଳେ ଚଳିତ ମାସରୁ ହିତାଧିକାରୀଙ୍କୁ ଗହମ ଯୋଗାଇବାକୁ ନିଷ୍ପତି ନେଇଛନ୍ତି ସରକାର। ଏ ନେଇ…

କଂଗ୍ରେସରେ ଯୋଗ ଦେଲେ ହେମାନନ୍ଦ ବିଶ୍ୱାଳଙ୍କ ଝିଅ, ଖୋଲିଲେ ବିଜେଡିର ପୋଲ

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ ବିଜୁ ଜନତା ଦଳ (ବିଜେଡି) ଛାଡ଼ି ପୁଣି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ଏହି ଖବର ରାଜ୍ୟ ରାଜନୀତିରେ ଏକ ହଲଚଲ ସୃଷ୍ଟି କରିଛି। ଯାହା ବିଜେଡି ପାଇଁ ଏକ…

କାର୍‌ ଭିତରୁ ଏକ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ରୁପା ଜବତ

ସମ୍ବଲପୁର ଜିଲାର ରେଙ୍ଗାଲି ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ ବେଳେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶାସନ ଟୋଲଗେଟ ନିକଟରେ ଗଞ୍ଜେଇ ଯାଞ୍ଚ ବେଳେ ଅବକାରୀ ବିଭାଗ ଏକ ସ୍କର୍ପିଓ ଗାଡ଼ିରୁ ୧ କୁଇଣ୍ଟାଲ ୧୦ କେଜି ରୁପାଇଟା ଜବତ…

ନନ୍ଦନକାନନରେ ଗଉର ଶାବକର ଜନ୍ମ, ୭ରେ ପହଞ୍ଚିଲା ଗୟଳ ସଂଖ୍ୟା

ନନ୍ଦନକାନନ ପ୍ରାଣୀଉଦ୍ୟାନର ୪୨ ନମ୍ବର ଏନ୍‌କ୍ଲୋଜରରେ ରହୁଥିବା ଗୟଳ ବୁଧବାର ସନ୍ଧ୍ୟାରେ ଏକ ଛୁଆକୁ ଜନ୍ମ ଦେଇଛି। ୨୦୨୪ ଜୁନ୍‌ ୫ରେ ଗୟଳ ଶେଷ ଥରପାଇଁ ଜନ୍ମ ଦେଇଥିଲା। ଏହି ନବଜାତ ଛୁଆର ବାପା ଏବଂ ମା’ ଉଭୟ ନନ୍ଦନକାନନରେ ଜନ୍ମଗ୍ରହଣ…