Category: ଭୁବନେଶ୍ବର

ତେଲେଙ୍ଗାନା ବିସ୍ଫୋରଣ ଘଟଣା: କଟକର ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା

ଭୂବନେଶ୍ୱର: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା । ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ। ଆଜି କଟକର…

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ

ଭୂବନେଶ୍ୱର: ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ। ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା କରୁଥିବାରୁ ସ୍ବାସ୍ଥ୍ୟ ପରୀକ୍ଷା…

ଶ୍ରମିକ ସଂଗଠନମାନଙ୍କ ଦ୍ୱାରା ଦିଆଯାଇଥୁବା ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସର ପୂର୍ଣ୍ଣ ସମର୍ଥନ: ଭକ୍ତ ଦାସ

ଭୂବନେଶ୍ୱର: ଆସନ୍ତା ୯ ତାରିଖ ଭାରତ ବର୍ଷର ପ୍ରମୁଖ ଶ୍ରମିକ ସଂଗଠନ ମାନଙ୍କର ୧୭ ଦଫା ଦାବିକୁ ନେଇ ଦିଆଯାଇଥିବା ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସ ପୂର୍ଣ୍ଣ ସମର୍ଥନ ଜଣାଉଛି। ଏହି ଦାବି ଯଥାର୍ଥରେ ଦେଶର ଗରିବ ଖଟିଖିଆ ଶ୍ରମିକଙ୍କ ଠାରୁ…

ଜୁଲାଇ ୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୂବନେଶ୍ୱର: ଜୁଲାଇ ୭ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଜୁନ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ…

୧୦୦ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ବହୁଚର୍ଚ୍ଚିତ ଚଳଚ୍ଚିତ୍ର ‘ଶ୍ରୀଜଗନ୍ନାଥଙ୍କ ନବକଳେବର’, ପ୍ରିମିୟର ଶୋ’ ହାଉସଫୁଲ

ଭୁବନେଶ୍ବଵର – ହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ସର୍ବଭାରତୀୟ ସ୍ତରରେ ମୁକ୍ତିଲାଭ କରିଛି ବହୁଚର୍ଚ୍ଚିତ ଚଳଚ୍ଚିତ୍ର “ଶ୍ରୀଜଗନ୍ନାଥଙ୍କ ନବକଳେବର। ସାଇ ଶ୍ରଦ୍ଧା ଟେଲି ପ୍ରଡ଼କ୍ସନ ବ୍ୟାନରରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରକୁ ସମୁଦାୟ 100ଟି ପ୍ରେକ୍ଷାଳୟ ମିଳିଛି, ଯାହା ଏକ ସର୍ବକାଳୀନ…

ବିଶ୍ବ ପ୍ରସିଦ୍ଧ ବାହୁଡ଼ା ଯାତ୍ରା; ଗଡ଼ିଲା ୩ ରଥ

ଆଗେ ଆଗେ ପ୍ରଭୁ ବଳଭଦ୍ର, ମଝିରେ ଭଉଣୀ ସୁଭଦ୍ରା । ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ । ଧାର୍ଯ୍ୟ ସମୟ ଠାରୁ ପ୍ରାୟ ୧ ଘଣ୍ଟା ଆଗରୁ ରଥ ଟଣା ହୋଇଛି । ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ…

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଦିଲେଶ୍ୱର ମାଝୀ ଗିରଫ

ଭୂବନେଶ୍ୱର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବଲାଙ୍ଗୀରର କଣ୍ଟାବାଞ୍ଜି ଆର୍ ଆଣ୍ଡ ବି ଡିଭିଜନ ଅଧୀନରେ ଥିବା ଟିଟଲାଗଡ଼ ଆର୍ ଆଣ୍ଡ ବି ସବ-ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଦିଲେଶ୍ୱର ମାଝୀ। ଗତକାଲି ଦିଲେଶ୍ୱରଙ୍କ ନିକଟରେ ଆୟବହିର୍ଭୁତ…

ପୁରୀ ସହର ହେବ ମହାନଗର ନିଗମ, ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ

ପୂରୀ: ଏବେ ପବିତ୍ର ପୁରୀ ସହରରେ ମହାପ୍ରଭୁଙ୍କ ଘୋଷଯାତ୍ରା ଜାରି ରହିଛି । ଏହି ଅବସରରେ ପୁରୀକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ ବୋଲି ଆଜି କହିଛନ୍ତି…

ଜୁଲାଇ ୮ରେ ବିଜେପି ରାଜ୍ୟ ସଭାପତି ଚୟନ

ଭୂବନେଶ୍ୱର: ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ । ଆସନ୍ତା ୭ରେ ନାମାଙ୍କନ ଓ ୮ରେ ରାଜ୍ୟ ସଭାପତି ନିର୍ବାଚନ ପାଇଁ ଭୋଟିଂ ହେବ । ଏହା ପରେ ଫଳାଫଳ ଘୋଷଣା ସହ ନୂଆ ସଭାପତିଙ୍କ ନାଁ…

କୋରାପୁଟ-ଜୟପୁର ରେଳପଥରେ ଭୂସ୍ଖଳନ: ୨ ଦିନ ପରେ ସ୍ବାଭିବକ ହେଲା ରେଳ ଚଳାଚଳ

ଭୂବନେଶ୍ବର: ପୂର୍ବତଟ ରେଳପଥ ୱାଲଟିୟର ରେଳମଣ୍ଡଳ ଅନ୍ତର୍ଗତ କୋରାପୁଟ-କିରାଣ୍ଡୁଲ ରେଳ ମାର୍ଗରେ ଜରାତି ଏବଂ ମାଲିଗୁଡ଼ା ଷ୍ଟେସନ ମଧ୍ୟରେ ଗତ ୨ ତାରିଖରେ ପ୍ରବଳ ବର୍ଷା ଯୋଗୁଁ ଏକ ବଡ଼ ଭୂସ୍ଖଳନ ହୋଇଥିଲା । ଏହା ଦ୍ୱାରା ରେଳ ସେକ୍ସନକୁ ବାଧାପ୍ରାପ୍ତ…