Category: ଭୁବନେଶ୍ବର

ରଥଯାତ୍ରା ବେଳେ ଶ୍ରଦ୍ଧାଳୁଙ୍କ ପାଇଁ ଭାରତୀୟ ରେଳର ସ୍ବତନ୍ତ୍ର ବ୍ୟବସ୍ଥା

ଭୂବନେଶ୍ବର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇସାରିଛି । ଶ୍ରୀଗୁଣ୍ଡିଚା ଯାତ୍ରା ହେଉଛି ସାରା ବିଶ୍ୱରୁ ଆସୁଥିବା ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ପାଇଁ ଆସ୍ଥାର ଏକ ଯାତ୍ରା । ଏହି ତୀର୍ଥଯାତ୍ରୀମାନଙ୍କ ସେବାରେ ଭାରତୀୟ ରେଳ ସମ୍ପୂର୍ଣ୍ଣ ସମର୍ପିତ…

ଓଡ଼ିଶା ଇଭି ନୀତି ପ୍ରସ୍ତୁତ ପାଇଁ ବୈଠକ; ୨୦୩୬ ସୁଦ୍ଧା ୫୦% ପଞ୍ଜୀକରଣ ଲକ୍ଷ୍ୟ

ଭୂବନେଶ୍ୱର: ଓଡ଼ିଶା ସରକାରଙ୍କ ବାଣିଜ୍ୟ ଏବଂ ପରିବହନ ବିଭାଗ ଏବଂ ଶକ୍ତି ବିଭାଗ ମିଳିତ ଭାବରେ ଓଡ଼ିଶା ବୈଦ୍ୟୁତିକ ଯାନ (ଇଭି) ନୀତି ୨.୦ ଉପରେ ବିଚାର ବିମର୍ଶ ପାଇଁ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ଆୟୋଜନ କରିଥିଲେ। ଏହି ବୈଠକ…

ବାହାର ଠିକାଦାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ, ଆଉଟସୋର୍ସିଂ ସଂସ୍ଥାକୁ ହଟାଇବାକୁ ଯୋଜନା

ଭୂବନେଶ୍ୱର: ବାହାର ଠିକାଦାରଙ୍କୁ ଠାବ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଟାର୍ଗେଟ। ଆଉଟସୋର୍ସିଂ ସଂସ୍ଥାକୁ ଠାବ କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ। ସରକାରଙ୍କ ନିଜସ୍ୱ ଇଞ୍ଜିନିୟରିଂ ବିଭାଗ ଏବଂ ଦକ୍ଷ ଇଞ୍ଜିନିୟର ଥାଉ ଥାଉ କାହିଁକି ଆଉଟ୍ ସୋର୍ସିଂ…

ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି

ଭୂବନେଶ୍ୱର: ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ ନେଇ ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିଲା । ଏହି ପ୍ରରିପେକ୍ଷିରେ ରାଜସ୍ବ ବିଭାଗ ପକ୍ଷରୁ ପୁନର୍ବାର ବାସହୀନଙ୍କୁ ଚିହ୍ନଟ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି…

ଆଉ ରାଜସ୍ୱ କାର୍ଯ୍ୟାଳୟକୁ ଦୌଡ଼ିବାକୁ ପଡ଼ିବନି; ରାଜସ୍ବ ସେବା ପାଇଁ ଆସିଲା ଇ-ରେଜିଷ୍ଟ୍ରେସନ୍ ଆପ୍

ଭୂବନେଶ୍ବର:ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ରାଜସ୍ବ ସେବା ପାଇଁ ଆସିଲା ଇ-ରେଜିଷ୍ଟ୍ରେସନ୍ ଆପ୍ । ଇ-ରେଜିଷ୍ଟ୍ରେସନ୍ ଆପ୍‌କୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ ସଂକ୍ରାନ୍ତ ସୁବିଧା…

ନିର୍ମାଣ ହେବ ବିଜ୍ଞାନ ସହର: ରାଜଧାନୀରେ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନୂତନ ଗ୍ରନ୍ଥାଗାର ଅଟ୍ଟାଳିକାର ଭିତ୍ତିପ୍ରସ୍ତର ସ୍ଥାପନ

ଭୂବନେଶ୍ୱର: ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ୱର ଉପକଣ୍ଠସ୍ଥିତ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନୂତନ ଗ୍ରନ୍ଥାଗାର ଅଟ୍ଟାଳିକାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ନୂତନ ଅଟ୍ଟାଳିକା ପ୍ରାୟ ୨୬ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯିବ। ଉକ୍ତ…

ଭିଜିଲାନ୍ସ ଜାଲରେ CDPO, ଧରାପଡ଼ିଲେ ବିଷମକଟକ ବ୍ଲକ ସିଡିପିଓ ଏବଂ କିରାଣୀ

ଭିଜିଲାନ୍ସ ଜାଲରେ CDPO, ଧରାପଡ଼ିଲେ ବିଷମକଟକ ବ୍ଲକ ସିଡିପିଓ ଏବଂ କିରାଣୀ ଭିଜିଲାନ୍ସ ଜାଲରେ ସିଡିପିଓ ଏବଂ କିରାଣୀ ଧରାପଡ଼ିଛନ୍ତି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ସିଡିପିଓ ଓ କିରାଣି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୮୦ ହଜାର ଟଙ୍କା ଲାଞ୍ଚ ନେବା…

୫୫୦ କୋଟି ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ୫୫୦ କୋଟିର ପ୍ରକଳ୍ପ ଭେଟି । ଆସ୍କାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫୫୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏଥିରେ ୫ଟି ଜଳସେଚନ ପ୍ରକଳ୍ପ, ଗୋଟିଏ ସଡ଼କ ପ୍ରଶସ୍ତୀ କରଣ ପ୍ରକଳ୍ପ,…

ଲଭର୍ସ ପଏଣ୍ଟ’କୁ ନେଇ ଚିନ୍ତାରେ ରାଜ୍ୟ ସରକାର; ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଲଭର୍ସ ପଏଣ୍ଟ’କୁ ନେଇ ଚିନ୍ତାରେ ରାଜ୍ୟ ସରକାର । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁରକ୍ଷା ଯୋଗାଇବାକୁ ଦୁଇ ଥର ବୈଠକ ବସି ସାରିଲାଣି । ଗୋପାଳପୁର ଘଟଣାରେ ରାତିକ ଭିତରେ ଅଭିଯୁକ୍ତଙ୍କୁ ଧରାଯାଇଛି । ଯେତେ ପର୍ଯ୍ୟଟନ ସ୍ଥଳୀ…

ଓଡ଼ିଶା ପତ୍ରକାର ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ଅବିନାଶ ମିଶ୍ର ସଭାପତି, ରାମଦାସ ଲିମା ସାଧାରଣ ସମ୍ପାଦକ

ଓଡ଼ିଶା ପତ୍ରକାର ସଂଘରରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନଅବିନାଶ ମିଶ୍ର ସଭାପତି, ରାମଦାସ ଲିମା ସାଧାରଣ ସମ୍ପାଦକ ଭୁବନେଶ୍ୱର, ୨୨.୬ : ରାଜ୍ୟର ଅଗ୍ରଣୀ ସାମ୍ବାଦିକ ସଂଘ ଭାବେ ପରିଚିତ ‘ଓଡ଼ିଶା ପତ୍ରକାର ସଂଘ’ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ…