ନବୀନ ପଟ୍ଟନାୟକଙ୍କ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ର ସଫଳ ଅସ୍ତ୍ରୋପଚାର
ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକଙ୍କର ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ପାଇଁ ଏକ ସଫଳ ଅସ୍ତ୍ରୋପଚାର କରାଯାଇଛି । ଏହି ଅସ୍ତ୍ରୋପଚାର ତାଙ୍କ ବ୍ୟକ୍ତିଗତ ଡାକ୍ତର ଡାକ୍ତର…
