Category: ଭୁବନେଶ୍ବର

ବର୍ଷ ପୂର୍ତ୍ତି ଉତ୍ସବରେ ଲକ୍ଷପତି ଦିଦିଙ୍କୁ ସମ୍ବର୍ଦ୍ଧନା; ଲକ୍ଷପତି ଦିଦିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ଵର୍ଷ ପୂର୍ତ୍ତି ଉତ୍ସବରେ ଲକ୍ଷପତି ଦିଦିଙ୍କୁ ସମ୍ବର୍ଦ୍ଧନା । ଲକ୍ଷପତି ଦିଦିଙ୍କୁ ସମ୍ବର୍ଦ୍ଧିତ କଲେ ପ୍ରଧାନମନ୍ତ୍ରୀ । ଲକ୍ଷପତି ଦିଦିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ। ଲକ୍ଷପତି ଦିଦି ସୃଷ୍ଟିରେ ଓଡ଼ିଶା ଦେଶରେ ନଂ-୧ । ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ରାଜ୍ୟର…

ଆଜି ଭୁବନେଶ୍ୱରରେ ହାପ୍‌ ଡେ’ ଅଫିସ୍

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନତା ମଇଦାନରେ ଆୟୋଜିତ ମେଗା ସୋ’ରେ ଓଡ଼ିଶାକୁ ମୋଦି ଭେଟିଦେବେ ୧୯ ହଜାର କୋଟିର ପ୍ରକଳ୍ପ ।…

ଓଡ଼ିଆ ସିନେମା “ଆଇ ଆମ୍ କାଳିଆ”ର ଅଡିଓ ରିଲିଜ୍, ଜୁଲାଇ ୪ରେ ଶୁଭମୁକ୍ତି

ଭୂବନେଶ୍ୱର – ଲୀ ବ୍ଲିଶ ଏଣ୍ଟରଟେନମେଣ୍ଟ ବ୍ୟାନର ରେ ପ୍ରସ୍ତୁତ ଓଡ଼ିଆ ସିନେମା ‘ଆଇ ଆମ୍ କାଳିଆ’ର ଅଡିଓ ରିଲିଜ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଅତୀତରେ ଓଡ଼ିଆ ସିନେମାରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଭକ୍ତମାନଙ୍କ ଉପରେ ଆଧାରିତ ଅନେକ କାହାଣୀ…

୨୭ରେ ପୁଣି ଲଘୁଚାପ ସମ୍ଭାବନା, ୨୬ରୁ ପ୍ରବଳ ବର୍ଷା

ଭୂବନେଶ୍ୱର: ଜୁନ୍ ୨୭ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ନେଇ ସମ୍ଭାବନା ରହିଛି। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ଏହି ଲଘୁଚାପ ସୃଷ୍ଟିର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପ୍ରଭାବରେ…

ଭୁବନେଶ୍ୱରରେ ଜଣ୍ଡିସ ଓ ଡାଇରିଆ ବ୍ୟାପିଥିବା ଅଞ୍ଚଳରେ ପଦକ୍ଷେପ ନେଉଛି ବିଏମସି: ମେୟର

ଭୂବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଜଣ୍ଡିସ୍ ଓ ଡାଇରିଆ ବ୍ୟାପିବା ଘଟଣାରେ ପ୍ରତିକ୍ରିୟା ରଖିଲେ ମେୟର ସୁଲୋଚନା ଦାସ । ­ସେ କହିଛନ୍ତି ଯେ, କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ହୋଇଛି। ସେହି ସବୁ ଅଞ୍ଚଳରେ ଜଣ୍ଡିସ୍‌ ବ୍ୟାପିବାର କାରଣ ଜଣାପଡିଛି । ଅନେକ…

ଝାଡ଼ାବାନ୍ତି ଅଂଚଳରେ ସ୍କୁଲ୍ ବନ୍ଦ ନିଷ୍ପତ୍ତି ନେବେ ଜିଲ୍ଲାପାଳ,ମନ୍ତ୍ରୀ ଦେଲେ ସୂଚନା

ହଇଜା ମୁକାବିଲା ନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ଏକ ବଡ ବୟାନ ରଖିଛନ୍ତି। ସେ କହିଛନ୍ତି ୩ ଜିଲ୍ଲାରେ ସ୍ଥିତି ଦେଖି ଜିଲ୍ଲାପାଳ ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ। ସ୍ଥିତି ଯଦି ଅଣାୟତ୍ତ ଥାଏ , ତେବେ ଜିଲ୍ଲାପାଳ ସ୍କୁଲ ବନ୍ଦ…

ଆସୁଛନ୍ତି ମୋଦୀ, ଭୁବନେଶ୍ୱର ପାଇଁ ଟ୍ରାଫିକ କଟକଣା ଜାରି କଲା କମିଶନରେଟ୍ ପୋଲିସ

ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ୧ ବର୍ଷ ପୂରଣ ଉପଲକ୍ଷେ ଭୁବନେଶ୍ୱରର ଜନତା ମଇଦାନରେ ଏକ ସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ…

ଭୋଗରାଇ IICଙ୍କୁ ସସପେଣ୍ଡ କଲେ ଡିଜିପି; ଅଭିଯୁକ୍ତଙ୍କୁ ହାତ ଗୋଡ଼ରେ ହ୍ୟାଣ୍ଡକପ ପକାଇ ନିର୍ଯାତନା, ମୁକୁଳାଇ ଥିଲେ ପ୍ରତାପ

ଭୋଗରାଇ ଥାନା IIC ଶ୍ରୀବଲ୍ଲଭ ସାହୁ ସସ୍‌ପେଣ୍ଡ । କାର୍ଯ୍ୟରେ ଅବହେଳା ପାଇଁ ସସ୍‌ପେଣ୍ଡ୍ କଲେ ଡିଜିପି । ଜଣେ ଅଭିଯୁକ୍ତଙ୍କ ହାତ ଗୋଡ଼ରେ ହ୍ୟାଣ୍ଡକପ୍‌ ପକାଇ ନିର୍ଯାତନା ଦେଇଥିଲେ । ବିନା ମାମଲାରେ ଦୁଇ ଦିନ ଧରି ଅଭିଯୁକ୍ତଙ୍କୁ ନିର୍ଯାତନା…

ବହୁଚର୍ଚ୍ଚିତ ବିଜେଡି ନେତାଙ୍କ ହତ୍ୟା ମାମଲା: ୪ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରାହ୍ନପୁର: ଗଞ୍ଜାମ ଜିଲ୍ଲାର ବହୁ ଚର୍ଚ୍ଚିତ ଦିଗପହଣ୍ଡି ଡବଲ ମର୍ଡର ମାମଲାରେ ୪ ଜଣଙ୍କୁ ଆଜୀବନ ଦଣ୍ଡାଦେଶ । ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ପାଳଝାଢ଼ି ଗ୍ରାମର ବିଜେଡି ନେତା ସୁଦର୍ଶନ ସୁଆର ଓ ସୁଧୀର ପାତ୍ର ହତ୍ୟା ମାମଲାର ଚୂଡାନ୍ତ ରାୟ…

୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ଦୁର୍ନୀତିଗ୍ରସ୍ତ ପୂର୍ବତନ ପିଇଓ

ଭୂବନେଶ୍ୱର: ସରକାରୀ ଟଙ୍କା ଆତ୍ମସାତ କଲେ ଦୁର୍ନୀତିଗ୍ରସ୍ତ ପୂର୍ବତନ ପିଇଓ। ୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ। କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ସରମୁଳି ପଞ୍ଚାୟତ ପୂର୍ବତନ ପିଇଓ ଅକ୍ରୁର ମାଝୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ପଞ୍ଚାୟତର କାମ ନକରି…