Category: ଭୁବନେଶ୍ବର

୪୦,୦୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ

ଭୂବନେଶ୍ୱର: ସମ୍ବଲପୁର ଜିଲ୍ଲାର ଜଣେ ବ୍ୟକ୍ତିଙ୍କ ଠାରୁ ୪୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀ ଜଣେ ରାଜସ୍ୱ ନିରୀକ୍ଷକ (ଆରଆଇ)ଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତ ଭୀଷ୍ମ ପ୍ରଧାନ ସମ୍ବଲପୁର ଜିଲ୍ଲାର ଜମନକିରା ତହସିଲ ଅନ୍ତର୍ଗତ…

ଭୁବନେଶ୍ବରରୁ UAEକୁ ସିଧା ବିମାନ ସେବା ଆରମ୍ଭ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ବରରୁ ସିଧା ଆବୁଧାବିକୁ ଉଡ଼ିବ ବିମାନ । ଓଡ଼ିଶାରୁ ୟୁଏଇ ଯାଉଥିବା ଯାତ୍ରୀଙ୍କ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବିମାନ ସେବା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବିମାନସେବାର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦରରୁ…

ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣା; ପରିବାରର ଜଣକୁ ମିଳିବ ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ଗତ କିଛି ଦିନ ପୂର୍ବେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା ଏବଂ ସେଥିରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକ ସନ୍ତୋଷ ପରିଡାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଧର୍ମଗଡ଼ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକମା ସସପେଣ୍ଡ୍

ଭୂବନେଶ୍ବର:କଳାହାଣ୍ଡି ଜିଲାର ଧର୍ମଗଡ଼ ଉପଜିଲ୍ଲାପାଳ IAS ଧୀମାନ ଚକମା ସସପେଣ୍ଡ୍। ଭିଜିଲାନ୍ସ ଦ୍ବାରା ଗିରଫ ପରେ ତାଙ୍କୁ ନିଲମ୍ବନ କରାଯାଇଛି। ଧୀମାନଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିବାପରେ, ଧୀମାନଙ୍କୁ…

ବର୍ଷକ ଭିତରେ ରାଜ୍ୟରେ ବିଜେପି ସରକାର ୨୮ ହଜାର ନିଯୁକ୍ତି ଦେଇଛନ୍ତି: ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ଜୁନ୍ ୧୨ ତାରିଖ ଅର୍ଥାତ୍ ଗୁରୁବାର ଓଡିଶାରେ ବିଜେପି ସରକାର ତାର ଶାସନର ପ୍ରଥମ ବର୍ଷ ପୂରଣ କରିବ । ଏହା ପୂର୍ବରୁ ରାଜ୍ୟ ସରକାର ଲୋକଙ୍କ ପାଇଁ କ’ଣ ସବୁ କରିଛନ୍ତି ସେନେଇ ଟିକ ନିକ କରି ହିସାବ…

୨୯ OAS ଅଧିକାରୀଙ୍କ ବଦଳି, ସୁକାନ୍ତ କୁମାର ବେହେରା ହେଲେ କଟକ RDC

୨୯ OAS ଅଧିକାରୀଙ୍କ ବଦଳି । ୨୯ ଜଣ ବରିଷ୍ଠ OAS ଅଧିକାରୀଙ୍କ ବଦଳି କଲେ ସରକାର । ସୁକାନ୍ତ କୁମାର ବେହେରା ହେଲେ କଟକ RDC (CD) ସଚିବ। ଲିପ୍ ସା ଦାସଙ୍କୁ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ଦାୟିତ୍ବ…

ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ; ରବି ନାଏକ

ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ । ମହାପୁରୁଷ ଆଦର୍ଶ ଗାଁ କରିବ ପଞ୍ଚାୟତିରାଜ ବିଭାଗ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକଙ୍କ ସୂଚନା । ୯ରୁ ୧୦ଟି ବିଭାଗ ମିଳିତ ଭାବେ ଗାଁର ଉନ୍ନତି କରିବେ…

ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ରାଜଧାନୀରେ ହେବ ଗେଷ୍ଟ ହାଉସ୍‌

ଭୁବନେଶ୍ବର: ଭୁବନେଶ୍ବର ଆସୁଥିବା ପାଇଁ ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ଗେଷ୍ଟ ହାଉସ୍ । ରାଜସ୍ବ ମନ୍ତ୍ରୀ ସ‌ୁରେଶ ପୂଜାରୀ ରବିବାର ଏହି ସୂଚନା ଦେଇଛନ୍ତି। ମୋହନ ସରକାରଙ୍କ ଏହି ପଦକ୍ଷେପ କାର୍ଯ୍ୟରେ ପରିଣତ ହେଲେ ଅନ୍ୟ ଜିଲ୍ଲାରୁ ତଥା…

ଭାରତ ମଣ୍ଡପମ୍ ଭଳି ହେବ ଓଡ଼ିଶା ମଣ୍ଡପ; ସରିଛି ଜାଗା ଚିହ୍ନଟ: ପୃଥ୍ୱୀରାଜ ହରିଚନ୍ଦନ

ଭୂବନେଶ୍ବର: ନୂଆ ଢ଼ାଞ୍ଚାରେ ତିଆରି ହେବ ଲୋକସେବା ଭବନ ଓ ବିଧାନସଭା । ପୁରୁଣା ବିଲ୍ଡିଂର ରୂପରେଖ ବଦଳାଯିବା ନେଇ ବିଚାର ଚାଲିଥିବା ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ସେହିପରି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଭଳି ଓଡ଼ିଶାରେ…

ବଦଳିବ ଲୋକସେବା ଭବନ ଏବଂ ବିଧାସଭାର ଢାଞ୍ଚା

ଵଦଳିବ ଲୋକସେବା ଭବନ ଏବଂ ବିଧାସଭାର ଢାଞ୍ଚା। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ନୂଆ ଢାଞ୍ଚାରେ ଲୋକସେବା ଭବନ ଏବଂ ବିଧାନସଭା ତିଆରି ହେବ। ପୁରୁଣା ବିଲ୍ଡିଂର ରୂପରେଖ ବଦଳା ଯିବା ପାଇଁ ଆଲୋଚନା…