Category: ଭୁବନେଶ୍ବର

ଜୁନ୍ ୨୩ରେ ହେବ ୪୩ ପଞ୍ଚାୟତ ପାଇଁ ଉପନିର୍ବାଚନ, ୨୪ରେ ଆସିବ ଭୋଟ ଗଣତି ଫଳାଫଳ

ଭୁବନେଶ୍ୱର : ଜୁନ୍ ୨୩ରେ ହେବ ପଞ୍ଚାୟତ ଉପ ନିର୍ବାଚନ । ୪୩ ସରପଞ୍ଚ ଓ ୨୭୨ ୱାର୍ଡ ସଭ୍ୟ ପାଇଁ ହେବ ଉପନିର୍ବାଚନ । ଏଥିପାଇଁ ଆଜି ୧୦ଟାରେ ବ୍ଳକ, ପଞ୍ଚାୟତ ଓ ୱାର୍ଡରେ ଉପ ନିର୍ବାଚନ ପାଇଁ ନୋଟିସ…

ଯୁକ୍ତ ଦୁଇ ରେଜଲ୍ଟ; ପାସ ହାର ୮୨.୭୭ %, ଝିଅଙ୍କ ପାସ୍ ହାର୍ ୮୭.୨୪% ଥିବା ବେଳେ ପୁଅଙ୍କ ପାସ୍ ହାର୍ ୭୭.୮୮%

ଯୁକ୍ତ ଦୁଇ ରେଜଲ୍ଟ: ଚଳିତ ବର୍ଷ ପାସ ହାର ୮୨.୭୭ ପ୍ରତିଶତ ରହିଛି। ଚଳିତ ବର୍ଷ ପୁଅଙ୍କ ତୁଳନାରେ ଝିଅଙ୍କ ପାସ ହାର ଅଧିକ ରହିଛି। ଝିଅଙ୍କ ପାସ୍ ହାର୍ ୮୭.୨୪% ଥିବା ବେଳେ ପୁଅଙ୍କ ପାସ୍ ହାର୍ ୭୭.୮୮% ରହିଛି।…

ଦୂରହେଲା ଦ୍ୱନ୍ଦ୍ୱ; ଏକକାଳୀନ ନିରବଚ୍ଛିନ୍ନ ଭାବେ କିମ୍ବା ବିଭିନ୍ନ ପର୍ଯ୍ୟାୟରେ ନେଇହେବ ମାତୃତ୍ୱ ଛୁଟି

ଭୂବନେଶ୍ବର: ଜଣେ ମହିଳା ସରକାରୀ କର୍ମଚାରୀ ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ…

ଏହି ବର୍ଷ ଛାତ୍ର ନିର୍ବାଚନ, ବଡ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୂବନଶ୍ବର: କିଛି ବର୍ଷର ଅନିଶ୍ଚିତତା ଏବଂ ଛାତ୍ର ଅଶାନ୍ତି ପରେ ଏବେ ଶେଷରେ ଛାତ୍ର ନିର୍ବାଚନ ହେବାକୁ ଯାଉଛି । ଓଡ଼ିଶାର କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ଧରି ପଡ଼ି ରହିଥିବା ଛାତ୍ର ସଂଘ ନିର୍ବାଚନ ଏହି ବର୍ଷ ହୋଇପାରେ।…

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ିଲା; ଜୁନରୁ ମିଳିବ ୩୫୦୦ ଟଙ୍କା

ଭୂବନେଶ୍ବର: ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢିଲା । ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ଏଣିକି ୩୫୦୦ ଟଙ୍କା ଭତ୍ତା ଦେବେ…

ପରିବର୍ତ୍ତନ ହେଲା ରାଜ୍ୟ କ୍ୟାବିନେଟ୍‌ ଢ଼ାଞ୍ଚା: ସଚିବଙ୍କ କ୍ଷମତା ସଂକୁଚିତ, ମନ୍ତ୍ରୀଙ୍କ କ୍ଷମତା ବୃଦ୍ଧି

ଭୂବନେଶ୍ୱର: ପରିବର୍ତ୍ତନ ହେଲା ରାଜ୍ୟ କ୍ୟାବିନେଟ୍‌ ଢ଼ାଞ୍ଚା। କ୍ୟାବିନେଟ୍‌ ବୈଠକରେ ସଚିବଙ୍କ କ୍ଷମତା ସଂକୁଚିତ ହେଲା। ମନ୍ତ୍ରୀଙ୍କ କ୍ଷମତା ବୃଦ୍ଧି ପାଇ ହେଲା ନିଷ୍ପତ୍ତି। ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସବୁ ବିଭାଗକୁ ଏନେଇ ଚିଠି ଲେଖିଲେ…

କାଳବୈଶାଖୀ ନେଇ ଆଜି ୧୮ ଜିଲ୍ଲାକୁ ସତର୍କ ସୂଚନା; ସେପଟେ, ଆସୁଛି ଦୁଇଟି ଲଘୁଚାପ

ଭୂବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ହୋଇଥିବାବେଳେ, ୨୩ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଏନେଇ ଆଜି ୧୮ ଟି ଜିଲ୍ଲାକୁ ସତର୍କ ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ…

କଂଗ୍ରେସର ନୂଆ ପଦାଧିକାରୀଙ୍କ ତାଲିକା, ଜାଣନ୍ତୁ କାହାକୁ କେଉଁ ଦାୟିତ୍ଵ

ଭୂବନେଶ୍ୱର: କଂଗ୍ରେସ ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କୋଷାଧ୍ୟକ୍ଷ, ଉପାଧ୍ୟକ୍ଷ, ସାଧାରଣ ସମ୍ପାଦକ ଏବଂ ସମ୍ପାଦକଙ୍କ ନିଯୁକ୍ତି ପ୍ରସ୍ତାବକୁ ଅନୁମୋଦନ ଦେଇଥିଲେ। ଯାହାପରେ ଶନିବାର ଦିନ ୩୦ ଜଣିଆ ନୂତନ ପଦାଧିକାରୀ ଦଳ…

ଭୁବନେଶ୍ବରରେ ଏଲିଭେଟେଡ୍‌ ରୋଡ୍‌ କରିଡର ଟେଣ୍ଡର୍‌ ବାତିଲ୍‌; ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୂବନେଶ୍ବରରେ ଏଲିଭେଟେଡ୍‌ ରୋଡ୍‌ କରିଡର ଟେଣ୍ଡର୍‌ ବାତିଲ୍‌ । ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଖୁବ୍‌ ଶୀଘ୍ର ସାନି ଟେଣ୍ଡର, ମେଟ୍ରୋ ପାଇଁ କିଛି ଷ୍ଟ୍ରକ୍‌ଚର ବଦଳିବ’ । ମାତ୍ର ଡିଜାଇନ୍‌ ସେଇଆ ରହିବ, ଉଚ୍ଚସ୍ତରୀୟ ଆଲୋଚନା…

ମୁଖ୍ୟମନ୍ତ୍ରୀଙ୍କ ୧୧ତମ ଅଭିଯୋଗ ଶୁଣାଣିରେ ୧୪ଜଣଙ୍କୁ ମିଳିଲା ୧୩ ଲକ୍ଷ ୫୦ ହଜାର ଟଙ୍କା

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ୧୧ତମ ପାଳିରେ ଭୁବନେଶ୍ୱର ୟୁନିଟ-୨ରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି।…

You missed