Category: ଭୁବନେଶ୍ବର

ରାଜ୍ୟ କଂଗ୍ରେସ ପକ୍ଷରୁ ଆଜି ସମ୍ବିଧାନ ବଞ୍ଚାଅ ଅଭିଯାନ

ଭୂବନେଶ୍ବର, ୨୮/୦୪ : ରାଜ୍ୟ କଂଗ୍ରେସ ତରଫରୁ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବରେ ଆଜି ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଜି ଛକରେ ଥିବା ସମ୍ବିଧାନ ପ୍ରଣେତା ଡକ୍ଟର ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ…

ଏପ୍ରିଲ,୨୮କୁ ‘ଓଡ଼ିଆ ଚଳଚିତ୍ର ଦିବସ’ ଘୋଷଣା ପାଇଁ ଦାବି

ଭୂବନେଶ୍ଵର,୨୮/୪ : ଆଲୋଚନା ପରିସରକୁ ଆସିଛି ଓଡ଼ିଆ ସିନେମା । ଏପ୍ରିଲ ୨୮ ଅର୍ଥାତ୍‌ ଆଜିର ତାରିଖକୁ “ଓଡ଼ିଆ ଚଳଚିତ୍ର ଦିବସ” ରୂପେ ପାଳନ ନେଇ ପ୍ରସ୍ତାବ ଦିଆଯାଇଛି। ସାମାଜିକ ଗଣମାଧ୍ୟମରେ ଆଜିର ଦିନକୁ ‘ଓଡ଼ିଆ ସିନେମା ଦିବସ’ ଲେଖି ଏହାକୁ…

ନିଟ-ସୁପର ସ୍ପେଶାଲିଟି ପରୀକ୍ଷାରେ ଟପ୍ପର ହେଲେ ଓଡ଼ିଶାର ୟଶ ଜୈନ

ଭୂବନେଶ୍ୱର: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ୟଶ ଜୈନ ନିଟ-ସୁପର ସ୍ପେଶାଲିଟି ପରୀକ୍ଷା-୨୦୨୪ (ସର୍ଜିକାଲ୍ ଗ୍ରୁପ୍) ରେ ଟପ୍ପର ହୋଇଛନ୍ତି। ସର୍ବଭାରତୀୟ ସ୍ତରରେ ପ୍ରଥମ ସ୍ଥାନ ହାସଲ କରିବା ସହ ଓଡ଼ିଶାକୁ ଗର୍ବିତ କରିଥିବାରୁ ୟଶଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।…

୩୦ ବର୍ଷ ପରେ ବଦଳିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠିକଣା

ଭୂବନେଶ୍ୱର,୨୮/୦୪: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ (ସିଏମ୍‌ ଗ୍ରିଭାନ୍ସ ସେଲ୍‌) ଠିକଣା ବଦଳିବାକୁ ଯାଉଛି । ୧୯୯୫ରୁ ଏଜି ଛକ-ରାଜଭବନ ରାସ୍ତାରେ ଏହି ଅଭିଯୋଗ ପ୍ରକୋଷ୍ଠ ରହି ଆସିଥିଲା । ଦୀର୍ଘ ୩୦ ବର୍ଷ ପରେ ଏହାର ଠିକଣା ବଦଳିବାକୁ ଯାଉଛି ।…

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନର ମାନ୍ୟତା

ଭୂବନେଶ୍ବର,୨୫/୪ : ଜାତୀୟ ଉଦ୍ୟାନର ମାନ୍ୟତା ପାଇଲା ଶିମିଳିପାଳ। ଏହା ରାଜ୍ୟର ୨ୟ ଜାତୀୟ ଉଦ୍ୟାନ ହୋଇଥିବା ବେଳେ ଦେଶର ୧୦୭ତମ ସ୍ଥାନ ରେ ରହିଛି। ଶିମିଳିପାଳର ପଳପଳା ନଦୀର ଉତ୍ତର ଅବବାହିକାରୁ ଆରମ୍ଭ ହୋଇ ଦକ୍ଷିଣ କୁ କାଲିପାହାଡ ପାହାଡ଼…

ଶପଥ ନେଲେ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ମନୋଜ ପରିଡ଼ା

ଭୂବନେଶ୍ୱର, ୨୬/୦୪ : ଆଜି ପୂର୍ବତନ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ା ମୁଖ୍ୟ ସୂଚନା ଆୟୁକ୍ତଭାବେ ଶପଥ ଗ୍ରହଣ କରିଛନ୍ତି । ରାଜ ଭବନରେ ଶପଥ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସେହିପରି ପୂର୍ବତନ ଆଇପିଏସ୍ ଅଧିକାରୀ ପ୍ରାଣବିନ୍ଦୁ ଆଚାର୍ଯ୍ୟ,…

ରାଜ୍ୟରେ ଗଠିତ ହେଲା ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ

ଭୂବନେଶ୍ୱର, ୨୬/୦୪ : ରାଜ୍ୟରେ ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ ଗଠିତ ହୋଇଛି । ଉଚ୍ଚ ନ୍ୟାୟାଳୟ ସହ ପରାମର୍ଶ ପରେ ରାଜ୍ୟ ସରକାର ଏହି କୋର୍ଟକୁ ଗଠନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପ୍ରସ୍ତାବକୁ…

ଜନ୍ମମାଟିରେ ପ୍ରଶାନ୍ତଙ୍କ ମୃତଦେହ, ବାଲେଶ୍ୱର ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଜନ୍ମମାଟିରେ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ। ପ୍ରଶାନ୍ତ ଶତପଥୀଙ୍କ ମୃତଦେହ ଗତକାଲି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲା। ବିମାନବନ୍ଦରରେ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀଙ୍କ ଉପସ୍ଥିତ ଥିଲେ। ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ମଙ୍ଗଳବାର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୭ ଟି ପ୍ରସ୍ତାବ ଉପରେ ମାଜିଲା ମୋହର

ଭୂବନେଶ୍ୱର, ୨୩/୦୪ : ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ଲୋକ ସେବା ଭବନରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ୭ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ । ଓଡ଼ିଶା କ୍ୟାବିନେଟ୍ ସାତଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୂବନେଶ୍ବର, ୨୩/୦୪ : ରାଜ୍ୟରେ ଗଠିତ ହେଲା ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ । ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ ଜିଲାର ଲେଫ୍ରିପଡା, ସମ୍ବଲପୁର ଜିଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ…

You missed