Category: ଭୁବନେଶ୍ବର

କଟକରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କଲା କମିଶନରେଟ୍ ପୋଲିସ

ଭୂବନେଶ୍ୱର, ୧୭/୦୪/୨୦୨୫ : ଚୌଦ୍ଵାର ଇନ୍ଦ୍ରାଣୀପାଟଣା ଅଞ୍ଚଳ ଜାତୀୟ ରାଜପଥ ନିକଟରେ ବିଳମ୍ବିତ ରାତିରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କଲା କମିଶନରେଟ୍ ପୋଲିସର ସ୍ପେଶାଲ୍ ସ୍ୱାଡ । ଅପରାଧୀ କଟାସ ରାଉତ ଓ ଶୁଭ୍ରାଂଶୁ ପରିଡ଼ାର ଆଣ୍ଠୁରେ ଗୁଳି ବାଜିଛି…

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ୨୫ ଜଣିଆ ରାଜନୈତିକ ବ୍ୟାପାର କମିଟି ଗଠନ

ଭୂବନେଶ୍ବର:ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ଏଆଇସିସି ସାଧାରଣ ସମ୍ପାଦକ କେ ସି ଭେନୁଗୋପାଲ୍ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ରାଜନୈତିକ ବ୍ୟାପାର କମିଟି ଘୋଷଣା କରିଛନ୍ତି। ଘୋଷଣା କରାଯାଇଥିବା ଓଡ଼ିଶା ରାଜନୈତିକ ବ୍ୟାପାର କମିଟିରେ ୨୫ ଜଣ ସଦସ୍ୟ ରହିଛନ୍ତି ।…

୧୮ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି

ଭୂବନେଶ୍ୱର, ୧୬/୦୪ : ବିଜେଡି ୧୮ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିଛି । ରାଜ୍ୟ ବିଜେଡି ନିର୍ବାଚନ ଅଧିକାରୀ ପ୍ରତାପ ଦେବ ଏହି ଘୋଷଣା କରିଛନ୍ତି । ଆଜି ସଭାପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇପାରେ । ଜିଲ୍ଲା…

ରାଜ୍ୟରେ ୨୫ ଶହ ଗୃହରକ୍ଷୀ ପଦବୀ ହେବ ପୂରଣ : ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୨୫ ଶହ ଗୃହରକ୍ଷୀ ପଦବୀ ହେବ ପୂରଣ : ମୁଖ୍ୟମନ୍ତ୍ରୀ ଭୂବନେଶ୍ୱର, ୧୫/୦୪ : ରାଜ୍ୟରେ ୨୫୦୦ ଗୃହରକ୍ଷୀ ପଦବୀ ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବର୍ତ୍ତମାନ ୧୭ ହଜାର ୬୭୫ ଗୃହରକ୍ଷୀ ପଦବୀ ରହିଛି…

ଭୋଟପଡା ମା ଦରିଆଣିଙ୍କ ପୀଠରେ ଝାମୁଯାତ୍ରା ଅନୁଷ୍ଠିତ

ଭୋଟପଡା ମା ଦରିଆଣିଙ୍କ ପୀଠରେ ଝାମୁଯାତ୍ରା ଅନୁଷ୍ଠିତ ଭୁବନେଶ୍ୱର – ଉପକଣ୍ଠ ଭୋଟପଡ଼ା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଦରିଆଣୀଙ୍କ ପୀଠରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଝାମୁଯାତ୍ରା ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଛି।ଆଜି ସକାଳେ ପ୍ରଥମେ ମାଆଙ୍କ ଆଳତୀ ଓ଼…

ଶହୀଦନଗର ଦୁର୍ଗାମଣ୍ଡପ ପଡିଆରେ ମେଘା ସପିଙ୍ଗ ବଜାରର ଉଦଘଟିତ

ଶହୀଦନଗର ଦୁର୍ଗାମଣ୍ଡପ ପଡିଆରେ ମେଘା ସପିଙ୍ଗ ବଜାରର ଉଦଘଟିତଭୁବନେଶ୍ୱର, : ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ଶହୀଦନଗର ଦୁର୍ଗାପୂଜା ପଡିଆରେ ରବିବାର ସନ୍ଧ୍ୟାରେ ଅତିଥି ମାନଙ୍କ ଉପସ୍ଥିତିରେ ମେଘା ସପିଙ୍ଗ ବଜାରର ଶୁଭ ଉଦଘାଟନ ହୋଇଛି। ଏଠାରେ ପ୍ରାୟ…

ଓଡିଆ ନୂଆବର୍ଷ କ୍ୟାଲେଣ୍ଡର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, ୧୩/୦୪ : ଆଜି ମୁଖ୍ୟମନ୍ତ୍ରୀ ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ମନ୍ଦିର ପ୍ରଶାସନ ଏବଂ ସେବାୟତଙ୍କ ପକ୍ଷରୁ ସ୍ଵାଗତ କରାଯାଇଥିଲା। ମହାପ୍ରଭୁଙ୍କ ଆଶିଷ ନେବା ପରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଓଡିଆ ନୂଆବର୍ଷ କ୍ୟାଲେଣ୍ଡର…

ବିଜେଡି ଜିଲ୍ଲା ସଭାପତି ନିର୍ବାଚନ; ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୂବନେଶ୍ବର: ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି । ଏନେଇ ସୂଚନା ଦେଇଛନ୍ତି ବିଜେଡିର ବିଧାୟକ ପ୍ରତାପ କେଶରୀ ଦେବ। ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି। ୧୬ ଜିଲ୍ଲାରୁ ଜଣେ ଲେଖାଏଁ ସଦସ୍ୟ…

ପୂର୍ବତନ ଧର୍ମଶାଳା ବିଧାୟକଙ୍କ ଉପରେ ସଂଘବଦ୍ଧ ଆକ୍ରମଣକୁ ବିଜେଡିର ଦୃଢ଼ ନିନ୍ଦା

ଭୂବନେଶ୍ୱର: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ସଂଘବଦ୍ଧ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛି ବିଜେଡି। ସୂଚନାନୁଯାୟୀ, ଆରୁଅ ଗ୍ରାମରେ ମା’ ହିଙ୍ଗୁଳାଙ୍କ ଯାତ୍ରାକୁ ଗଲାବେଳେ ଭାରତୀୟ ଜନତା ପାର୍ଟିର କର୍ମୀ ଏବଂ ସ୍ଥାନୀୟ ବିଧାୟକଙ୍କ ସହଯୋଗୀ ତଥା ଖଣି…

ଆଜି ବାବା ସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ

ଭୂବନେଶ୍ୱର, ୧୪/୦୪ : ଆଜି ଭାରତୀୟ ସମ୍ବିଧାନର ପ୍ରଣେତା ବାବାସାହେବ ଡକ୍ଟର ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ । ଏହି ଅବସରରେ ନୂଆଦିଲ୍ଲୀର ସଂସଦଭବନ ପରିସରସ୍ଥିତ ପ୍ରେରଣାସ୍ଥଳଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ…

You missed