Category: ଭୁବନେଶ୍ବର

ଆଜି ରାଜଧାନୀର ୭୭ତମ ପ୍ରତିଷ୍ଠା ଦିବସ

ଭୂବନେଶ୍ୱର, ୧୩/୦୪ : ଆଜି ରାଜଧାନୀ ଭୁବନେଶ୍ୱର ୭୭ ବର୍ଷରେ ପଦାର୍ପଣ କରିବ । ଏନେଇ ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ଉତ୍କଳ ମଣ୍ଡପରେ ହେବ ପ୍ରତିଷ୍ଠା ଦିବସ ସମାରୋହ । ଆଜି ତାରିଖ ସକାଳ କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସୌଧ…

ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି

ଭୂବନେଶ୍ୱର, ୧୩/୦୪ : ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଦେଖିବାକୁ ମିଳିଛି। ଆଜି ପାଇଁ ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ। ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା…

ପୂର୍ବ ଭାରତର ପ୍ରଥମ ସରକାରୀ ସ୍କିନ୍‌ ବ୍ୟାଙ୍କ୍‌ ଭୁବନେଶ୍ୱର ଏମ୍ସରେ ପ୍ରତିଷ୍ଠା ହେବ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଭୂବନେଶ୍ବର: ଏମ୍‌ସ ଭୁବନେଶ୍ବର କୌଣସି ଗୁଣରେ ଏମ୍‌ସ ଦିଲ୍ଲୀଠାରୁ କମ୍‌ ନୁହେଁ। ଓଡ଼ିଶାରେ ପ୍ରତିଷ୍ଠିତ ଏହି ଜାତୀୟ ପ୍ରତିଷ୍ଠାନ ରାଜ୍ୟ ତଥା ରାଜ୍ୟ ବାହାର ଲୋକଙ୍କୁ ଗୁଣବତ୍ତାପୂର୍ଣ୍ଣ ସ୍ବାସ୍ଥ୍ୟସେବା ପ୍ରଦାନ କରୁଛି। ଏହାକୁ ଆହୁରି ଆଗକୁ ନେବା ସହିତ ଦେଶରେ ଏକ…

୨୯ ଜଣ ଓଏଏସ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି

୨୯ ଜଣ ଓଏଏସ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି ଭୂବନେଶ୍ୱର: ଶୁକ୍ରବାର ରାଜ୍ୟ ସରକାର ଓଏଏସ ସ୍ତରରେ ବଡ଼ ଧରଣର ପଦୋନ୍ନତି ଦେଇଛନ୍ତି। ଏକକାଳୀନ ୨୯ ଜଣ ଓଏଏସ୍ ଅଧିକାରୀଙ୍କର ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ହୋଇଛି। ସେଥିମଧ୍ୟରୁ ୨୮ଜଣ ଅଧିକାରୀଙ୍କୁ ନିଜ…

ରାଜଧାନୀରେ ଏନକାଉଣ୍ଟର: ନିଶା ମାଫିଆକୁ କାବୁ କଲା ସ୍ପେଶାଲ କ୍ରାଇମ୍‌ ୟୁନିଟ

ଭୂବନେଶ୍ୱର: ରାଜଧାନୀରେ ଫୁଟିଲା ଗୁଳି, ନିଶା ମାଫିଆ ଶେଖ ଜାମସେଦକୁ ଏନକାଉଣ୍ଟର। ଗୁରୁତର ଅବସ୍ଥାରେ ଏମ୍ସରେ ଅପରାଧୀକୁ ଭର୍ତ୍ତି କରାଯାଇଛି। ସ୍ପେଶାଲ କ୍ରାଇମ ୟୁନିଟ୍ ଅଫିସର ଅନୁପ କାନୁନଗୋ ଏହି ଏନକାଉଣ୍ଟର କରିଥିବା ବେଳେ ଅପରାଧି ଗୋଡ଼ରେ ଦୁଇଟି ଗୁଳି ବାଜିଛି।…

ଖୁବ୍‌ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ

ଖୁବ୍‌ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ ଭୂବନେଶ୍ୱର,୧୧/୦୪ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର…

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୂବନେଶ୍ବର: ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ‌ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି।…

ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ହେବ ଧାଡି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ

ଭୂବନେଶ୍ୱର, ୦୮/୦୪ : ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ହେବ ଶ୍ରୀଜୀଉଙ୍କ ଧାଡି ଦର୍ଶନ ବ୍ୟବସ୍ଥା । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବ୍ରହ୍ମପୁରରେ ତାରାତାରିଣୀ ଦର୍ଶନ ବେଳେ ମନ୍ତ୍ରୀ ଏହି ସୂଚନା…

ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ନାମଲେଖା ଲାଗି ମେ’ ୩ ତାରିଖ ସୁଦ୍ଧା କରନ୍ତୁ ଅନଲାଇନ ଆବେଦନ

ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ନାମଲେଖା ଲାଗି ମେ’ ୩ ତାରିଖ ସୁଦ୍ଧା କରନ୍ତୁ ଅନଲାଇନ ଆବେଦନ ଭୁବନେଶ୍ୱର, ୮ ଏପ୍ରିଲ ୨୦୨୫: ଦେଶ ବିଦେଶରେ ବିଭିନ୍ନ ଶିଳ୍ପ ସଂସ୍ଥା ଓ ସେବା କ୍ଷେତ୍ର ଲାଗି ଦକ୍ଷ ଯୁବପିଢ଼ିଙ୍କର…

ଏପ୍ରିଲ ମାସରେ ଦୁଇଥର ମିଳିବ ସୁଭଦ୍ରା ଟଙ୍କା : ଉପମୁଖ୍ୟମନ୍ତ୍ରୀ

ଭୂବନେଶ୍ବର, ୦୭-୦୮/୦୪ : ଆଜି ସୁଭଦ୍ରା’ ଯୋଜନାକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏପ୍ରିଲ ମାସରେ ଦୁଇଥର ‘ସୁଭଦ୍ରା ଯୋଜନାର ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ…