ପଦାରେ ବିଜେଡି କଳିି , ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ ନବୀନଙ୍କୁ ଚିଠି କଲେ ପ୍ରତାପ ଜେନା
ବିଜୁ ଜନତା ଦଳ ଭିତରେ ଦ୍ୱନ୍ଦ୍ୱ ହିଁ ଦ୍ୱନ୍ଦ୍ୱ । ସୋସିଆଲ୍ ମିଡିଆ ଏକ୍ସରେ ସସ୍ମିତ ପାତ୍ରଙ୍କ ଦଳ ବିରୋଧୀ ଆଭିମୁଖ୍ୟ ନେଇ ବିଜେଡିରେ ଆରମ୍ଭ ହୋଇଯାଇଛି ବିବାଦ । ପ୍ରଫୁଲ୍ଲଙ୍କ ପରେ ଦଳର ସୁପ୍ରିମୋଙ୍କୁ ଚିଠି ଲେଖିଲେ ପ୍ରତାପ ଜେନା…
