Category: ଭୁବନେଶ୍ବର

ଏପ୍ରିଲ ୧ରୁ ୧୪ ଯାଏଁ ଧୁମ୍‌ଧାମରେ ପାଳନ ହେବ ଓଡ଼ିଶା ଦିବସ, ଜାଣନ୍ତୁ କେଉଁଦିନ କଣ ହେବ ପାଳନ

ଚଳିତ ବର୍ଷ ଧୁମଧାମରେ ଓଡ଼ିଆ ପକ୍ଷ ପାଳନ କରିବେ ମୋହନ ସରକାର । ଓଡ଼ିଶା ଦିବସ ଏପ୍ରିଲ ୧ ତାରିଖରୁ ମହାବିଷୁବ ସଂକ୍ରାନ୍ତି ଏପ୍ରିଲ ୧୪ ତାରିଖ ଯାଏଁ ସାରା ରାଜ୍ୟରେ ପାଳିତ ହେବ ଓଡ଼ିଆ ପକ୍ଷ । ଏନେଇ ଓଡ଼ିଆ…

ରାଜ୍ୟରେ ଆଜିଠୁ କମିବ ତାତି

ରାଜ୍ୟରେ ଆଜିଠୁ ତାତି କମିବ । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ସୂଚନା ମିଳିଛି । ରବିବାର ୮…

ଓଡ଼ିଆ ଯବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୂବନେଶ୍ବର : ଅରୁଣାଚଳ ପ୍ରଦେଶରେ ପ୍ରାଣବଳି ଦେଇଥିବା ଓଡ଼ିଆ ଯବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜର ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘ଏକ୍ସରେ’ ଶୋକବ୍ୟକ୍ତ କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ : ବନ୍ଧା ହେଲେ OWSSB ଅଧିକାରୀ

ଭୂବନେଶ୍ବର ୩୦/୦୩ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉସସବ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗିରଫ ଅଧିକାରୀଙ୍କର ୩ଟି ବହୁତଳ କୋଠା, ଜଟଣୀରେ ୨ଟି ପ୍ଲଟ୍ ଠାବ ହେବା ସହ ୨୦୦…

ଏପ୍ରିଲ ୧୪କୁ ସରକାରୀ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

ଭୂବନେଶ୍ୱର, ୩୦/୦୩ : ଆସନ୍ତା ଏପ୍ରିଲ ୧୪ ତାରିଖରେ ଛୁଟି ରହିବ ସମସ୍ତ ସରକାରୀ ଅଫିସ୍ । ଏପ୍ରିଲ ୧୪ରେ ସାରା ଦେଶରେ ସରକାରୀ ଛୁଟି ଘୋଷଣା କଲେ ସରକାର । ବି.ଆର୍ ଆମ୍ବେଦକରଙ୍କ ଜୟନ୍ତୀ ପାଇଁ ଛୁଟି ଘୋଷଣା କରିଛନ୍ତି…

ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଲେ ସୁଜାତା କାର୍ତ୍ତିକେୟନ୍‌

ଭୂବନେଶ୍ଵର, ୩୦/୦୩ : ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଲେ ସୁଜାତା କାର୍ତ୍ତିକେୟନ୍ । ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ। ସୁଜାତା କାର୍ତ୍ତିକେୟନ୍‌ଙ୍କ ଆବେଦନକୁ କେନ୍ଦ୍ର ମଞ୍ଜୁର କରିଥିବା ସୂଚନା ମିଳିଛି। ୨୦୦୦ ବ୍ୟାଚ୍‌…

ଆଜିଠୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା : ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, ୩୦/୦୩ : ଆଜିଠାରୁ ଅନ୍ତ୍ୟୋଦୟ ଗୃହ ଯୋଜନା କଳାହାଣ୍ଡିରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ…

ହାଇକୋର୍ଟ ଜଜ୍‌ଙ୍କୁ ଆହ୍ଲାବାଦକୁ ବଦଳି

କଟକ: ଓଡ଼ିଶା ହାଇକୋର୍ଟ ଜଜ୍‌ଙ୍କୁ ଆହ୍ଲାବାଦ ହାଇକୋର୍ଟକୁ ବଦଳି । ବିଚାରପତି ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କୁ ଆହ୍ଲାବାଦକୁ ବଦଳି କରାଯାଇଛି । ଏନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗତ ଜାନୁୟାରୀ ୨୦ରେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ…

ଆଉ ୮ ସହରରେ ଗଡ଼ିବ ‘ମୋ ବସ୍’

ଭୂବନେଶ୍ୱର, ୨୯/୦୩ : କ୍ରୁଟର ୪୯ତମ ବୋର୍ଡ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଉ ୮ ସହରକୁ ମୋ ବସ ସେବା ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି । ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ବର…

ଓଇଆରସି ଅଧ୍ୟକ୍ଷ ହେଲେ ପ୍ରଦୀପ ଜେନା

ଭୂବନେଶ୍ୱର, ୨୮/୦୩ : ଓଇଆରସି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ପ୍ରଦୀପଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ଏହା ପୂର୍ବରୁ ସେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇ ସାରିଛନ୍ତି…