Category: ଭୁବନେଶ୍ବର

ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶାରେ ଖୋଲିବ ଏକ ସେଣ୍ଟର ଅଫ୍ ଏକ୍ସେଲେନ୍‍ସ

ଭୂବନେଶ୍ୱର: ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶାରେ ଖୋଲିବ ଏକ ସେଣ୍ଟର ଅଫ୍ ଏକ୍ସେଲେନ୍‍ସ। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦ୍ର ଦକ୍ଷତା ବିକାଶ ଓ ଔଦ୍ୟୋଗିକତା ତଥା ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଜୟନ୍ତ ଚୌଧରୀ ସୌଜନ୍ୟମୂଳକ ସାକ୍ଷାତ କରି…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲୀପ ରାୟ; ରାଉରକେଲାକୁ ନେଇ ୩ଟି ପ୍ରମୁଖ ଦାବି ସମ୍ବଳିତ ପତ୍ର

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ ବିଜେପି ନେତା ଦିଲୀପ ରାୟ। ରାଉରକେଲାକୁ ନେଇ ୩ଟି ପ୍ରମୁଖ ଦାବି ସମ୍ବଳିତ ପତ୍ର ଦେଲେ।ଇଷ୍ଟକୋଷ୍ଟ ଅଧୀନରେ ରାଉରକେଲାରେ ନୂଆ ରେଳ ଡିଭିଜନ୍‌ ଦାବି। ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ (RSP)ର ସମ୍ପ୍ରସାରଣ ତ୍ବରାନ୍ବିତ ଦାବି । ରାଉରକେଲା…

୨୭ରେ ବିଧାନସଭା ଘେରାଉ କରିବ କଂଗ୍ରେସ

ଗତ କିଛି ଦିନ ହେଲା ବିଧାନସଭାରେ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇ ଚର୍ଚ୍ଚିତ ହେଉଥିବା କଂଗ୍ରେସ ଏବେ ରାଜରାସ୍ତାରେ ବିକ୍ଷୋଭ କରିବାକୁ ନିଷ୍ପତ୍ତି ନେଇଛି। ସଭାପତି ଭକ୍ତଚରଣ ଦାସଙ୍କ ଆହ୍ୱାନ କ୍ରମେ ୨୭ ତାରିଖ ଦିନ ବିଧାନସଭା ଘୋରାଉ କରାଯିବ ବୋଲି…

ଉତ୍କଳ ଦିବସରୁ ଭୁବନେଶ୍ୱରରୁ ଗୋଆକୁ ଉଡିବ ବିମାନ

ଭୂବନେଶ୍ବର: ବିମାନ ସେବା କ୍ଷେତ୍ରରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି । ଭୁବନେଶ୍ୱରରୁ ଗୋଆକୁ ଆରମ୍ଭ ହେବ ବିମାନ ସେବା । ଏପ୍ରିଲ୍‌ ୧ ତାରିଖ ଠାରୁ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ଅପ୍ରେଲ୍‌…

ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ; କହିଲେ, ପଖାଳ ଆମ ଓଡ଼ିଆ ପ୍ରାଣର ସ୍ପନ୍ଦନ ଓ ଆମ ଆତ୍ମା

ଭୂବନେଶ୍ବର: ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ । ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥଙ୍କର ମଧ୍ୟ ଅତିପ୍ରିୟ ପଖାଳ । ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଘିଅ ପଖାଳ, ଦହି ପଖାଳ ଆଦି ଲାଗି ହୋଇଥାଏ । ତେବେ ଆଜି…

ଓଡ଼ିଶାର ମୁଖ୍ୟ ମହାଡାକପାଳ ହେଲେ ନିର୍ମଳଜିତ ସିଂ

ଭୂବନେଶ୍ୱର: ଓଡ଼ିଶାର ମୁଖ୍ୟ ମହାଡାକପାଳ ଭାବେ ନିଯୁକ୍ତି ହେଲେ ୧୯୯୭ ବ୍ୟାଚର ବରିଷ୍ଠ ଭାରତୀୟ ଡାକ ସେବା ଅଧିକାରୀ ନିର୍ମଳଜିତ ସିଂ । ସେ ଓଡ଼ିଶା ଡାକ ପରିମଣ୍ଡଳର ମୁଖ୍ୟ ମହାଡାକପାଳ ଭାବେ ନିଯୁକ୍ତ ହୋଇଛନ୍ତି । ଶ୍ରୀ ସିଂଙ୍କର ଭାରତୀୟ…

ମାର୍ଚ୍ଚ ୨୪ରୁ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ନାମଲେଖା ପାଇଁ ଆବେଦନ

ଭୂବନେଶ୍ୱର ,୨୦/୩ : ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି…

ନାଲକୋ ପକ୍ଷରୁ କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ କୁ ୧୦.୧୦ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ

ଭୂବନେଶ୍ୱର, ୨୧/୦୩ : ଭାରତ ସରକାରଙ୍କ ନବରତ୍ନ ଉଦ୍ୟୋଗ ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲକୋ) ର ସିଏସଆର କାର୍ଯ୍ୟକ୍ରମ ଅଂଶବିଶେଷ ଭାବେ ଏବଂ ନିରନ୍ତର ବିକାଶ ପ୍ରତି ପ୍ରତିବଦ୍ଧତାର ଅଂଶସ୍ୱରୂପ, କୋରାପୁଟର ସହୀଦ ଲକ୍ଷ୍ମଣନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲକୁ…

ଆଜିଠୁ ସକାଳୁଆ ସ୍କୁଲ

ଭୂବନେଶ୍ଵର, ୨୧/୦୩ : ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ । ସକାଳ ସାଢେ ୬ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ଚାଲିବ ପାଠ ପଢ଼ା । ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଏହା ଲାଗୁ ହେବ । ସମସ୍ତ…

ରାଜ୍ୟରେ ରହିଛି ଭରପୁର ସୁନା ଖଣି

ଭୂବନେଶ୍ଵର: ରାଜ୍ୟରେ ରହିଛି ଭରପୂର ସୁନା ଖଣି । ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ପୂର୍ବରୁ ଓଡ଼ିଶାରେ ୨ଟି ସ୍ଥାନରେ ସୁନା ଖଣିର ସନ୍ଧାନ ମିଳିଥିବା ବେଳେ ଏବେ…