Category: ଭୁବନେଶ୍ବର

୬୬୦ କେଜି ଗଞ୍ଜେଇ ଜବତ : ୬ ଗିରଫ

ଭୂବନେଶ୍ୱର, ୧୫/୦୩ : ପୋଲିସ ପଞ୍ଝାରେ ଧରା ପଡ଼ିଲେ ଗଞ୍ଜେଇ ମାଫିଆ। ଗୋଟିଏ ବୋଲେରୋ ପିକ୍‌ଅପ ଓ ୬୬୦ କେଜି ଗଞ୍ଜେଇ ସହିତ ଏକ ଧଳା କାର, ଗୋଟିଏ ପିସ୍ତଲ, ମାଗାଜିନ, ଦୁଇଟି ଗୁଳି ଏବଂ ୫ଟି ମୋବାଇଲ ଜବତ କରିବା…

ଆକ୍ସନ ନେଲେ ସରକାର – ଏବେ ମୋ ବସରେ ଲାଗିବ କ୍ୟାମେରା

ଭୁବନେଶ୍ବର – ମୋ ବସ୍ ଦୁର୍ଘଟଣାକୁ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ବସ୍‌ର ଆଗରେ ପଛରେ ଲାଗିବ କ୍ୟାମେରା । ଏଭଳି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର । ଦୁର୍ଘଟଣା ବେଳେ କ୍ୟାମେରାର…

ସାଲିଆ ସାହିରେ ଦେଶୀ ମଦ ଜବତ : ୯ ଗିରଫ

ଭୂବନେଶ୍ୱର, ୧୪/୦୩ : ଆଜି ସକାଳୁ ଅବକାରୀ ବିଭାଗ ଅଧିକାରୀମାନେ ଭୁବନେଶ୍ୱରର ସାଲିଆ ସାହିରେ ବେଆଇନ ଦେଶୀ ମଦ ଆଡ୍ଡାରେ ଚଢାଉ କରିଛନ୍ତି। ସେହି ଅଞ୍ଚଳରେ ତଲାସୀ ଅଭିଯାନ ଚଳାଇ ବିପୁଳ ପରିମାଣର ଦେଶୀ ମଦ ଏବଂ କଞ୍ଚାମାଲ ଜବତ କରିଥିଲେ।…

ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କର ସଂଖ୍ୟା ୯୦୮୩

ଭୁବନେଶ୍ବର – ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କର ସଂଖ୍ୟା ୯୦୮୩ ରହିଛି। ରାଜଧାନୀ ଭୁବନେଶ୍ବରରେ ସର୍ବାଧିକ ୧,୮୧୮ ଜଣ କାର୍ଯ୍ୟରତ ସାମ୍ବାଦିକ ରହିଛନ୍ତି ବୋଲି ଏକ ପ୍ରଶ୍ନ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି।ଜଗତସିଂହପୁର ବିଧାୟକ ଅମରେନ୍ଦ୍ର…

ଭୁବନେଶ୍ବରରେ ହେବ ୫୦ କୋଟି ଟଙ୍କା ବ୍ୟୟରେ ଆଧୁନିକ ମାଛ ମାର୍କେଟ୍

ଭୁବନେଶ୍ବରରେ ସ୍ଥାପନ ହେବାକୁ ଯାଉଛି ୫୦ କୋଟି ଟଙ୍କା ବ୍ୟୟବରାଦରେ ଏକ ଆଧୁନିକ ମାଛ ମାର୍କେଟ୍ । ଉତ୍ତର ଭୁବନେଶ୍ବରର ପାଣ୍ଡରା ଅଂଚଳରେ ଏହି ଆଧୁନିକ ମାଛ ମାର୍କେଟ ପାଇଁ ଦୀର୍ଘ ସମୟରୁ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ଆସୁଥିଲେ…

ପୁରୀ ଶ୍ବେତଗଙ୍ଗା ପୁଷ୍କରିଣୀରେ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କଲେ ପୁଅ ବାବୁସାନ

ପୁରୀ ଶ୍ୱେତଗଙ୍ଗା ତୀର୍ଥ ପୁଷ୍କରିଣୀରେ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ ଲାଗି ପହଞ୍ଚିଛନ୍ତି ବାବୁସାନ । ଶ୍ରାଦ୍ଧ ପ୍ରଦାନ ସହ ଉତ୍ତମ ମହାନ୍ତିଙ୍କ ଅସ୍ଥିକୁ ବିସର୍ଜନ କରିବେ ପୁଅ ବାବୁସାନ । ବାବୁ ସାନଙ୍କ ସହ ତାଙ୍କ ସ୍ତ୍ରୀ ତୃପ୍ତି…

ଖୁବ୍‌ ଶୀଘ୍ର ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି ; ସୂଚନା ଦେଲେ ସ୍କୁଲ୍‌ ଓ ଗଣ ଶିକ୍ଷା ମନ୍ତ୍ରୀ

ଖୁବ୍‌ ଶୀଘ୍ର ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି ; ସୂଚନା ଦେଲେ ସ୍କୁଲ୍‌ ଓ ଗଣ ଶିକ୍ଷା ମନ୍ତ୍ରୀ ଖୁବ୍‌ ଶୀଘ୍ର ରାଜ୍ୟରେ ଲାଗୁ ହେବାକୁ ଯାଉଛି ଜାତୀୟ ଶିକ୍ଷା ନୀତି । ସୂଚନା ଦେଲେ ସ୍କୁଲ୍‌ ଓ…

ରାଜ୍ୟରେ ୪୦୦୨ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ

ରାଜ୍ୟରେ କୃଷିକୁ ଆଗକୁ ବଢାଇବା ପାଇଁ ବ୍ୟାପକ ଜଳସେଚନ ବ୍ୟବସ୍ଥା ଆବଶ୍ୟକ । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ବୃହତ୍ତ, ମଧ୍ୟମ ଏବଂ କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ସ୍ଥାପନ କରିବାର ଯୋଜନା କରିଛନ୍ତି । ବର୍ତ୍ତମାନ ରାଜ୍ୟରେ…

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା, କାଲି ରଙ୍ଗର ପର୍ବ ହୋଲି, ଗାଁ ବୁଲୁଛନ୍ତି ଠାକୁର

ମହାପ୍ରଭୁଙ୍କ ଦ୍ବାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ । ସେଥିପାଇଁ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ସୁନାବେଶ l ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ମଣି ବିମାନରେ ଦୋଳବେଦୀକୁ ବିଜେ କରିବା ସହ ଭକ୍ତଙ୍କ…

କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଆକ୍ରମଣ ଓ ଗୁଣ୍ଡାରାଜ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ

କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଆକ୍ରମଣ ଓ ଗୁଣ୍ଡାରାଜ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ ଭୁବନେଶ୍ୱର ତା. ୧୩.୩- ଆଜି ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ରଣଜିତ ପାତ୍ରଙ୍କ ନେତୃତ୍ୱରେ ଯୁବ କଂଗ୍ରେସର ଏକ…