Category: ଭୁବନେଶ୍ବର

ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୂବନେଶ୍ୱର, ୦୯/୦୧ : ପ୍ରବାସୀ ଭାରତୀୟ ଦିବସ ସମାରୋହରେ ଯୋଗ ଦେବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱରରେ ପହଂଚିଛନ୍ତି । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ସିଧାସଳଖ ରାଜଭବନ ଯାଇଛନ୍ତି । ରାଷ୍ଟ୍ରପତି…

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, କାଲି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଦେବେ ଯୋଗ

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, କାଲି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଦେବେ ଯୋଗ ଭୂବନେଶ୍ବର: ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେବାକୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦି । ଆଜି…

ଆଜି ଠାରୁ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସ

ଭୂବନେଶ୍ୱର, ୦୮/୦୧ : ଆଜି ଠାରୁ ତିନିଦିନ ଯାଏ ଓଡ଼ିଶାରେ ଏକାଠି ହେବେ ପ୍ରବାସୀ ଭାରତୀୟ । ଅନୁଭବ ଏବଂ ଅନୁଭୂତିର କଥା କହିବେ । ଏହି ୩ଦିନିଆ ସମ୍ମିଳନୀରେ ୫ଟି ସ୍ୱତନ୍ତ୍ର ବିଷୟକୁ ନେଇ ପୂର୍ଣ୍ଣାଙ୍ଗ ଅଧିବେଶନ ଅନୁଷ୍ଠିତ ହେବ…

ଗଡ଼ିଲା ଡବଲ ଡେକର ବସ୍‌, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଗଡ଼ିଲା ଡବଲ ଡେକର ବସ। ଏହି ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଏହି ବସର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନ ପୂର୍ବରୁ ୫ଟି…

ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହେଲାଣି ରାଜଧାନୀ : ସୁରକ୍ଷାରେ ୮୦ପ୍ଲାଟୁନ ଫୋର୍ସ

ଭୂବନେଶ୍ୱର, ୦୭/୦୧ : ଆସନ୍ତାକାଲି ଠାରୁ ଆରମ୍ଭ ହେବ ପ୍ରବାସୀ ଭାରତୀୟ ଦିବସ । ତିନିଦିନିଆ ମେଗା ଇଭେଣ୍ଟ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ବର । ଓଡ଼ିଆ ସଂସ୍କୃତିି ଅନୁଯାୟୀ ପ୍ରବାସୀଙ୍କୁ ସ୍ବାଗତ କରାଯିବ । ପର୍ଯ୍ୟଟନ, ବାଣିଜ୍ୟ, ଶିଳ୍ପ ପାଇଁ…

ଅଦିନିଆ ବର୍ଷା କ୍ଷତି: ଚାଷୀଙ୍କୁ ଦିଆଯିବ ୨୯୧ କୋଟି

ଅଦିନିଆ ବର୍ଷା କ୍ଷତି: ଚାଷୀଙ୍କୁ ଦିଆଯିବ ୨୯୧ କୋଟି ଭୂବନେଶ୍ବର: ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କର କ୍ଷତି ହୋଇଛି । ଏଡି କ୍ଷତି ପାଇଁ ସେମାନଙ୍କୁ ମୋଟ ୨୯୧ କୋଟି ଯଙ୍କା ପ୍ରଦାନ କରାଯିବ ।…

ରାଜ୍ୟ କ୍ୟାବିନେଟ୍‌ରେ ୯ଟି ପ୍ରସ୍ତାବରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟ୍‌ରେ ୯ଟି ପ୍ରସ୍ତାବରେ ବାଜିଲା ମୋହର ଭୂବନେଶ୍ୱର, ୦୪/୦୧ : ରାଜ୍ୟ କ୍ୟାବିନେଟ୍‌ରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବରେ ବାଜିଲା ମୋହର । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ପାଇଁ ୮୭୪.୧୪ କୋଟି । ପିଏମ୍ ସୂର୍ଯ୍ୟଘର ଯୋଜନାରେ ସୋଲାର…

ନାଲକୋର ନୂଆ ମାନବ ସମ୍ବଳ ନିର୍ଦ୍ଦେଶକ ହେଲେ ତାପସ ପଟ୍ଟନାୟକ

ଭୁବନେଶ୍ଵର, ୦୪/୦୧ : କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବରତ୍ନ ଉଦ୍ୟୋଗ ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିମିଟେଡ୍ (ନାଲକୋ)ର ନୂତନ ନିର୍ଦ୍ଦେଶକ (ମାନବ ସମ୍ବଳ) ଭାବେ ଡ.ତାପସ କୁମାର ପଟ୍ଟନାୟକ ଦାୟିତ୍ତ୍ଵ ଗ୍ରହଣ କରିଛନ୍ତି। ଏହା ପୂର୍ବରୁଡ.ପଟ୍ଟନାୟକ ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆନ…

ଗଣତନ୍ତ୍ର ଦିବସ ୨୦୨୫ ପରେଡରେ କର୍ତ୍ତବ୍ୟ ପଥରେ ଗଡ଼ିବନି ଓଡ଼ିଶା ପ୍ରଜ୍ଞାପନ ମେଢ଼

ଭୂବନେଶ୍ୱର: ଚଳିତ ଗଣତନ୍ତ୍ର ଦିବସ ପରେଡରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ରାଜ୍ୟ ସରକାର ପଠାଇଥିବା ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରାଯାଇଛି । ପ୍ରତିରକ୍ଷା ମନ୍ତ୍ରଣାଳୟ, ଭାରତ ସରକାର ଚଳିତ ବର୍ଷ ଗଣତନ୍ତ୍ର ଦିବସ…

ଆଇଏଏସ୍‌ ସ୍ତରରେ ଅଦଳବଦଳ : ପୁନିଆଁଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ

ଭୂବନେଶ୍ୱର, ୦୨/୦୧ : ନୂଆ ବର୍ଷ ଆରମ୍ଭରୁ ପାୱାର କରିଡରରେ ହେଲାଣି ହଲଚଲ। ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ…