Category: ଭୁବନେଶ୍ବର

ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍‌

ଭୂବନେଶ୍ୱର, ୦୨/୦୧ : ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍‌ । ଏହି ବସ୍‌କୁ ନେଇ ଓଡ଼ିଶାବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି। କାରଣ ଏଥିରେ ରହିଛି ଓଡ଼ିଶାର କଳା, ସଂସ୍କୃତିର ଝଲକ । ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ…

ଆସନ୍ତା ୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଭୂବନେଶ୍ବର, ୦୨/୦୧ : ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ…

ବଦଳିବ ହେଲଥ କାର୍ଡର ଲୋଗୋ: ସ୍ବାସ୍ଥ୍ୟମନ୍ତ୍ରୀ

ଭୂବନେଶ୍ବର: ହେଲଥ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ ଘୋଷଣା କରିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ଏବେ ହେଲଥ କାର୍ଡର ଲୋଗରେ ପରିବର୍ତ୍ତନ କରାଯିବ । ଏହା ସହ ଖୁବଶୀଘ୍ର ୩.୫ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ବଣ୍ଟନ…

୩ ବରିଷ୍ଠ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ଭୂବନେଶ୍ବର,୦୧/୦୧ : ୩ ଜଣ ବରିଷ୍ଠ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର । ୧୯୯୩ ବ୍ୟାଚ୍‌ର ୩ ଜଣ ଆଇପିଏସ୍‌ ଅଫିସରଙ୍କୁ ରାଜ୍ୟ ସରକାର ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି । ଆଇପିଏସ୍ ବିନୟତୋଷ ମିଶ୍ର, ଆଇପିଏସ୍‌…

ଆଜି ଭୁବନେଶ୍ୱରରେ ପହଞ୍ଚିବେ ନବନିଯୁକ୍ତ ରାଜ୍ୟପାଳ : ଆସନ୍ତାକାଲି ଶପଥ ଗ୍ରହଣ କାର୍ଯ୍ୟକ୍ରମ

ଆଜି ଭୁବନେଶ୍ୱରରେ ପହଞ୍ଚିବେ ନବନିଯୁକ୍ତ ରାଜ୍ୟପାଳ : ଆସନ୍ତାକାଲି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଭୂବନେଶ୍ବର, ୦୨/୦୧ : ଆଜି ଭୁବନେଶ୍ୱରରେ ପହଞ୍ଚିବେ ନବନିଯୁକ୍ତ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି । ଆସନ୍ତାକାଲି ସେ ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା…

ଆଗାମୀ ୨ ବର୍ଷ ମଧ୍ୟରେ ପୂରଣ ହେବ ୬୫ ହଜାର ସରକାରୀ ପଦବୀ: ମୁଖ୍ୟମନ୍ତ୍ରୀ

ଭୂବନେଶ୍ବର: ଆସନ୍ତା ୫ବର୍ଷ ମଧ୍ୟରେ ଦେଢ଼ଲକ୍ଷ ସରକାରୀ ପଦବୀରେ ନିଯୁକ୍ତି ଦେବେ ସରକାର। ଏନେଇ ଅଣ୍ଟା ଭିଡିଛନ୍ତି ମୋହନ ସରକାର। ୨ବର୍ଷ ମଧ୍ୟରେ ୬୫ହଜାର ସରକାରୀ ପଦବୀରେ ନିଯୁକ୍ତି ପାଇଁ ସ୍ଥିର ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାରଙ୍କ ବିଭିନ୍ନ…

୧୫ ତାରିଖ ସୁଦ୍ଧା ସରିବ ରାସନକାର୍ଡର ଇ-କେୱାଇସି ପ୍ରକ୍ରିୟା: ମନ୍ତ୍ରୀ

୧୫ ତାରିଖ ସୁଦ୍ଧା ସରିବ ରାସନକାର୍ଡର ଇ-କେୱାଇସି ପ୍ରକ୍ରିୟା: ମନ୍ତ୍ରୀ ଭୂବନେଶ୍ବର: ଚଳିତମାସ ୧୫ତାରିଖ ସୁଦ୍ଧା ରାସନକାର୍ଡର ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଶେଷ ହେବ। ଏହା ତୁରନ୍ତ ଶେଷ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ବୃଦ୍ଧବୃଦ୍ଧା ଓ ଅସୁସ୍ଥ ହିତାଧିକାରୀଙ୍କୁ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି

ଭୂବନେଶ୍ବର: ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜର ଶିକ୍ଷକ ଓ କର୍ମଚାରୀମାନଙ୍କ ଗ୍ରାଚୁଇଟି ପରିମାଣକୁ ୫ଲକ୍ଷ ଟଙ୍କାରୁ ସାଢ଼େ ୭ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତରେ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋଚନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର…

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଚାଲିବ ଡବଲ ଡେକର ବସ୍‌ : ଆଜି ଭୁବନେଶ୍ୱରରେ ପହଞ୍ଚିପାରେ

ଭୂବନେଶ୍ବର, ୩୧/୧୨ : ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଭୁବନେଶ୍ୱରରେ ଚାଲିବ ଡବଲ ଡେକର ବସ୍ I ପ୍ରଥମ ପର୍ଯ୍ୟାୟରେ ଆସୁଥିବା ୫ଟି ବସ୍‌ ଆଜି ଭୁବନେଶ୍ୱରରେ ପହଞ୍ଚିପାରେ। ପୁରୀ-କୋଣାର୍କ-ଭୁବନେଶ୍ୱର କଟକରେ ଚାଲିବାକୁ ଥିବା ଏହି ଡବଲ ଡେକର ବସ୍‌ ଚଳାଚଳ…

ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା : ଲୋକସେବା ଭବନରେ ପ୍ରବେଶ ପାଇଁ ମିଳିଲା ଅନୁମତି

ଭୂବନେଶ୍ୱର, ୩୧/୧୨ : ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା । ପୂର୍ବ ସରକାରରେ କୋଭିଡ ପରଠୁ ଦୀର୍ଘଦିନ ଧରି ସାମ୍ବାଦିକଙ୍କୁ ଲୋକସେବା ଭବନରେ ପ୍ରବେଶ ନେଇ ପ୍ରତିବନ୍ଧକ ରହିଥିଲା । ଲୋକସେବା ଭବନରେ ପ୍ରବେଶ ପାଇଁ ମିଳିଲା ଗ୍ରୀନ ସିଗନାଲ ।…