Category: ଭୁବନେଶ୍ବର

ରାଜ୍ୟର ୫୮ଟି ସବଡିଭିଜନ୍‌ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା

ଭୂବନେଶ୍ୱର: ଚାଷୀଙ୍କ ପାଇଁ ଆଶ୍ୱସ୍ତି ଖବର ଆଣିଲେ ଉପମୁଖ୍ୟମନ୍ତ୍ରୀ । କହିଲେ, ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳ ଭଣ୍ଡାର। ରାଜ୍ୟର ୫୮ଟି ସବଡିଭିଜନ୍‌ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ବିଧାନସଭା ପ୍ରଶ୍ନକାଳରେ କୃଷି ମନ୍ତ୍ରୀ…

ଝାଡଖଣ୍ଡର ବିଧାତା: ଓଡିଶାରେ ସାଜିଲା ମୃତ୍ୟୁଦାତା

ଭୂବନେଶ୍ବର: ଚେନ୍ ଲୁଟ ବେଳେ ମହିଳାଙ୍କ ମୃତ୍ୟୁ ଘଟଣାରେ ପୋଲିସ୍ ପଞ୍ଝାକୁ ଆସିଛି ମୁଖ୍ୟ ଅଭିଯୁକ୍ତ ବିଧାତା । ମୋଟ ୪୦୦ ସିସିଟିଭି ଯାଞ୍ଚ ପରେ ଗତ ସୋମବାର ଜଣେ ଅଭିଯୁକ୍ତକୁ ପୋଲିସ ଗିରଫ କରିଥିବା ବେଳେ ଆଜି ମୁଖ୍ୟ ଅଭିଯୁକ୍ତି…

୧.୭୭ ଲକ୍ଷ ଭୂତ ଖାଉଛନ୍ତି ରାସନ – ରିପୋର୍ଟ

ଭୂବନେଶ୍ବର: ପୂର୍ବ ସରକାରରେ ଭୂତ ପାଉଥିଲେ ରାସନ । ମୃତ୍ୟୁ ପରେ ବି ହିତାଧିକାରୀଙ୍କ ନାଁରେ ଦିଆହୋଇଆସୁଛି ରାସନ । ଜଣେ କି ଦୁଇ ଜଣ ମୃତ ହିତାଧିକାରୀ ନୁହେଁ ମୋଟ ୧ ଲକ୍ଷ ୭୭ ହଜାର ୬୮ ମୃତ ହିତାଧିକାରୀ…

ଲାଞ୍ଚ ନେଇ ଧରାପଡିଲେ ସିଡିପିଓ

ଗଞ୍ଜାମ‌: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ। ତାଙ୍କଠାରୁ ୧୨ ହଜାର ଟଙ୍କାର ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ସୂଚନା ଅନୁସାରେ ଏକ ଅଙ୍ଗନବାଡ଼ି କେନ୍ଦ୍ରର କର୍ମଚାରୀଙ୍କ ବକେୟା ଅର୍ଥ ପ୍ରଦାନ କରିବା…

ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୂବନେଶ୍ୱର, ୨୭/୧୧ : ଆସନ୍ତା ୨୯ ତାରିଖରେ ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରୁ ରାଜଭବନ ପର୍ଯ୍ୟନ୍ତ ଆୟୋଜନ ଚାଲିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୋଡ୍‌ ଶୋ । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନେମୋହନ ସାମଲ ଗଣମାଧ୍ୟମକୁ ଏହି…

ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ଭୂବନେଶ୍ୱର, ୨୭/୧୧ : ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା…

ଆଜି ୯୪୧ ଜଣ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୂବନେଶ୍ବର,୨୭/୧୧ : ଓଡ଼ିଶା କୃଷି ଏବଂ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୃଷି ଶିକ୍ଷା ସଦନରେ ଆୟୋଜିତ ସମାରୋହରେ ରାଜ୍ୟ ସରକାର ଆଜି ୯୪୧ ଜଣଙ୍କୁ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇଛନ୍ତି। ଏହି ଅବସରରେ ନବନିଯୁକ୍ତ ପ୍ରାର୍ଥୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂତନ…

ସମ୍ବିଧାନରୁ ହଟିବ ନାହିଁ ‘ଧର୍ମନିରପେକ୍ଷ’ ଓ ‘ସମାଜବାଦୀ’ ଶବ୍ଦ

ନୂଆଦିଲ୍ଲୀ,୨୫/୧୧ : ସମ୍ବିଧାନର ପ୍ରସ୍ତାବନାରୁ ‘ଧର୍ମନିରପେକ୍ଷ’ ଓ ‘ସମାଜବାଦୀ’ ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ ସଞ୍ଜୟ କୁମାରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଆବେଦନର…

ଡିଜିପି ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ

ଭୂବନେଶ୍ବର,୨୫/୧୧ : ଭୁବନେଶ୍ବରରେ ଆସନ୍ତା୨୯ ତାରିଖରୁ ୩ ଦିନ ଧରି ଚାଲିବାକୁ ଥିବା ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ , ଜାତୀୟ ସୁରକ୍ଷା ପରାମର୍ଶଦାତା ଯୋଗଦେବେ । ଏଥିରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଡିଜିପିମାନେ ବି ଯୋଗଦେବେ…

ଆଜି ଆସିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୂବନେଶ୍ୱର, ୨୪/୧୧ : ଆଜି ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ସୁନ୍ଦରଗଡ଼ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ପଠାଇବେ । ଏଥିପାଇଁ ସୁନ୍ଦରଗଡ଼ରେ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି…