Category: ଭୁବନେଶ୍ବର

ଜାନୁଆରୀ ମାସରେ ଦିଆଯିବ ନୂଆ ରାସନ କାର୍ଡ : ମନ୍ତ୍ରୀ

ଭୂବନେଶ୍ୱର, ୧୩/୧୧ : ଜାନୁଆରୀ ମାସରେ ଲୋକମାନଙ୍କୁ ମିଳିବ ନୂଆ ରାସନ କାର୍ଡ। ଆଜି ଏନେଇ ସୂଚନ ଦେଇଛନ୍ତି ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଗତ ଜୁଲାଇରେ ଆରମ୍ଭ ହୋଇଥିବା ଇ-କେୱାୟିସି ଚଳିତ…

ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ : ବାଜିପାରେ ୬ ପ୍ରସ୍ତାବ ଉପରେ ମୋହର

ଭୂବନେଶ୍ୱର, ୧୩/୧୧ : ଆଜି ଅପରାହ୍ନ ୪ଟା ସମୟରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର…

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ

ଭୂବନେଶ୍ୱର, ୧୩/୧୧ : ଖୋର୍ଦ୍ଧା ବିଇଓଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ ଭିଜିଲାନ୍ସ ବିଭାଗ ଦ୍ବାରା ଗିରଫ ହୋଇଛନ୍ତି । ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଚମ୍ପାଝର ଏମ ଇ ସ୍କୁଲ…

ଦକ୍ଷତା ବିକାଶ ପାଇଁ ‘ସୁରଭି’ ଏକ ପ୍ଲାଟଫର୍ମ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୂବନେଶ୍ବର: ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ମଙ୍ଗଳବାର ଉଦଘାଟିତ ହୋଇଯାଇଛି। ଭୁବନେଶ୍ଵର ୟୁନିଟ-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲ ପରିସରରେ ଏହି ସମାରୋହ ଉଦ୍‌ଘାଟିତ ହୋଇଛି। ଶିଶୁ ଦିବସ ପରିପ୍ରେକ୍ଷୀରେ ଆୟୋଜିତ ଏହି ସମାରୋହ ନଭେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ।…

ପଞ୍ଚୁକରେ ପରିବା ଦର ଆକାଶ ଛୁଆଁ

ଭୂବନେଶ୍ବର: କାର୍ତ୍ତିକ ମାସ ଓ ପଞ୍ଚୁକ ପାଇଁ ଏବେ ଆକାଶ ଛୁଆଁ ହୋଇଛି ପରିବା ଦର । ବଜାରକୁ ୧୦୦୦ ଟଙ୍କା ନେଇକି ଗଲେ ବି ବ୍ୟାଗ୍ ଟିଏ ପରିବା ହେଉନି । ଯେଉଁ ପରିବାକୁ ଛୁଇଁଲେ ନିଆଁ ପରି ଦର…

ଅଫିସର ବଦଳି ପ୍ରସଙ୍ଗ: ଜୟନାରାୟଣ କହିଲେ, ‘ନେତା ଭଲ ଅଫିସର ଚାହାନ୍ତି’

ଭୂବନେଶ୍ବର: ଅଫିସରମାନେ ସବୁବେଳେ ଚାହାନ୍ତି ସୁବିଧାବାଦୀ ଜାଗାରେ ପୋଷ୍ଟିଂ ହେବାକୁ । ଆଉ ନେତା ଚାହାନ୍ତି ସେମାନଙ୍କ ଅଞ୍ଚଳରେ ଭଲ ଅଫିସର ରୁହନ୍ତୁ । ସରକାରୀ ଅଫିସରଙ୍କ ବଦଳି ଏବଂ ପୋଷ୍ଟିଂରେ ରାଜନେତାଙ୍କ ଭୂମିକାକୁ ନେଇ ପ୍ରତିକ୍ରିୟା ରଖି କିଛି ଏପରି…

ବଦଳିପାରେ ଥଇଥାନ୍ ନିୟମ: ଚାକିରୀ ବଦଳରେ ମିଳିବ ଟଙ୍କା!

ଭୂବନେଶ୍ବର: ସରକାରୀ ଚାକିରିଆଙ୍କ ମୃତ୍ୟୁ ପରେ ପରିବାର ସଦସ୍ୟଙ୍କୁ ଚାକିରି ପ୍ରସଙ୍ଗ । ବଦଳିପାରେ ନିୟମ । ରିହାବିଲିଟେନ୍ ଯୋଜନାରେ ପରିବର୍ତ୍ତନ ହୋଇପାରେ । ଏନେଇ ବଡ ନିଷ୍ପତ୍ତି ନେଇପାରନ୍ତି ସରକାର । ରିହାବିଲିଟେନ୍ ଯୋଜନାରେ ଏଣିକି ପରିବାର ବର୍ଗଙ୍କୁ ଚାକିରୀ…

ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି

ଭୂବନେଶ୍ଵର: ଚଳିତ ବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି। ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା…

ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର

ଭୂବନେଶ୍ୱର, ୧୦/୧୧ : ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍…

ପଦ୍ମ ବିଜେତାଙ୍କୁ ମାସିକ ମିଳିବ ୩୦ ହଜାର ଟଙ୍କା : ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, ୧୦/୧୧ : ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସହାୟକ ରାଶି ପ୍ରଦାନ ପାଇଁ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ…