Category: ଭୁବନେଶ୍ବର

ବଢ଼ିଲା ମାଟ୍ରିକ ଫର୍ମ ପୂରଣ ଅବଧି

ବଢ଼ିଲା ମାଟ୍ରିକ ଫର୍ମ ପୂରଣ ଅବଧି ଘୁଞ୍ଚିଲା ମାଟ୍ରିକ ଓ SOSC ପରୀକ୍ଷା ପାଇଁ ଫର୍ମ ପୂରଣ ଶେଷ ତାରିଖ। ଅକ୍ଟୋବର ୫ ଯାଏ ଛାତ୍ରଛାତ୍ରୀ କରିପାରିବେ ଫର୍ମ ପୂରଣ। SOSC-ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା । ଏହା ପରେ…

ଓର୍‌ମାସ୍ ପକ୍ଷରୁ ଧୂପକାଠି ପ୍ରସ୍ତୁତ କରୁଥିବା ମହିଳା ଏସ୍ଏଚ୍‌ଜି ସଦସ୍ୟମାନଙ୍କୁ ଆର୍ଥିକ ପ୍ରୋତ୍ସାହନ ସ୍ବରୂପ ସାଇକେଲ୍ ବଣ୍ଟନ

ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଅଧିନସ୍ଥ ଓର୍‌ମାସ୍ ପକ୍ଷରୁ ଧୂପକାଠି ପ୍ରସ୍ତୁତ କରୁଥିବା ମହିଳା ଏସ୍ଏଚ୍‌ଜି ସଦସ୍ୟମାନଙ୍କୁ ଆର୍ଥିକ ପ୍ରୋତ୍ସାହନ ସ୍ବରୂପ ସାଇକେଲ୍ ବଣ୍ଟନ କରାଯାଇଛି। ବିଭାଗୀୟ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ ଓରମାସ୍ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ…

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଆଜି ସାଇବର ସୁରକ୍ଷା ଅଭିଯାନ ଓ ସାଇବର ସୁରକ୍ଷା ରଥର ଶୁଭାରମ୍ଭ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସାଇବର ସୁରକ୍ଷା ଅଭିଯାନ ଓ ସାଇବର ସୁରକ୍ଷା ରଥର ଶୁଭାରମ୍ଭ କରିବେ। ଓଡ଼ିଶା ପୋଲିସ୍ ପକ୍ଷରୁ ଆୟୋଜିତ ଏହି ଅଭିଯାନରେ ୩୪ ଗୋଟି ସାଇବର ସୁରକ୍ଷା ରଥ ସାମିଲ ହୋଇ ରାଜ୍ୟର ସମସ୍ତ…

ଗୃହ ୪ଟା ଯାଏ ମୁଲତବି

ଗୃହ ୪ଟା ଯାଏ ମୁଲତବି ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ । ୨ ବିଧାୟକଙ୍କ ନିଲମ୍ବନ ପ୍ରତିବାଦରେ BJP ସଦସ୍ୟଙ୍କ ପ୍ରତିବାଦ। ବାଚସ୍ପତିଙ୍କ ପୋଡିୟମ ତଳେ ବିଜେପି ସଦସ୍ୟଙ୍କ ପ୍ରତିବାଦ। ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବି ରଖିଲେ ବାଚସ୍ପତି। Post Views:…

ବାଚସ୍ପତିଙ୍କ ଉପରକୁ ଡାଲି ଫୋପାଡି ଦୁଇ ନିଲମ୍ବିତ

ଭୁବନେଶ୍ବର : ବିଧାନସଭା ହେଉଛି ଗଣତନ୍ତ୍ରର ପବିତ୍ର ମନ୍ଦିର। ହେଲେ ଗୁରୁବାର ଅପରାହ୍ଣରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବିରୋଧୀ ବିଜେପି ସଦସ୍ୟମାନେ ବାଚସ୍ପତିଙ୍କ ଗୃହ ପରିଚାଳନାକୁ ନେଇ ଗୃହ ମଧ୍ୟଭାଗରେ ହଟ୍ଟଗୋଳ କରିବା ସହିତ ବାଚସ୍ପତିଙ୍କ ପୋଡିୟମକୁ ଡାଲି…

ବିଜୁ ଜନତା ଦଳ ପକ୍ଷରୁ ଅକ୍ଟୋବର ୨ ତାରିଖ ଠାରୁ ଅକ୍ଟୋବର ୧୧ ତାରିଖ ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା

ସେବା କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ସହ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ ତୃଣମୂଳସ୍ତରରେ ପହଞ୍ଚାଇବା ଲକ୍ଷ୍ୟ ନେଇ ବିଜୁ ଜନତା ଦଳ ପକ୍ଷରୁ ଅକ୍ଟୋବର ୨ ତାରିଖ ‘ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ତାରିଖ ଲୋକନାୟକ ଜୟପ୍ରକାଶ ନାରାୟଣ’ ଜୟନ୍ତୀ ପର୍ଯ୍ୟନ୍ତ…

ଭୁବନେଶ୍ୱରକୁ ‘ବେଷ୍ଟ ସ୍ମାର୍ଟ ସିଟି’ ସମ୍ମାନ

ଭୂବନେଶ୍ୱର: ଭୁବନେଶ୍ୱରକୁ ମିଳିଛି ସମ୍ମାନଜନକ ‘ବେଷ୍ଟ ସ୍ମାର୍ଟ ସିଟି’ ସମ୍ମାନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଇଣ୍ଡିଆ ସ୍ମାର୍ଟ ସିଟିଜ୍‌ କନକ୍ଲେଭ-୨୦୨୩ରେ ଭୁବନେଶ୍ୱରକୁ ୧୦ ଲକ୍ଷରୁ କମ୍‌ ନାଗରିକ ବିଶିଷ୍ଟ ସହର ବର୍ଗରେ ପୂର୍ବ ଭାରତର ଶ୍ରେଷ୍ଠ ‘ସ୍ମାର୍ଟ ସିଟି’ ସମ୍ମାନରେ ସମ୍ମାନିତ…

୪ଟା ଯାଏଁ ଗୃହ ମୁଲତବି କଲେ ବାଚସ୍ପତି

ପୁଣି ୪ଟା ଯାଏଁ ଗୃହ ମୁଲତବି ଆଜି ବିଧାନସଭାରେ ଶାସକ-ବିରୋଧୀ ମୁହାଁମୁହିଁରୁ ହଟ୍ଟଗୋଳ। ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି କଲେ ବାଚସ୍ପତି। Post Views: 15

ହେଲିକପ୍ଟର ବ୍ୟବହାରକୁ ନେଇ ବିରୋଧୀଙ୍କୁ କଡା ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ବର ହେଲିକେପ୍ଟର ବ୍ୟବହାର ସଂପର୍କରେ ବିଧାନସଭା ମୌସୁମୀ ଅଧିବେଶନ ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ବିବୃତ୍ତି ରଖିଛନ୍ତି । ସେ କହିଛନ୍ତି ଯେ ଆମେ ଯଦି ହେଲିକପ୍ଟର ବ୍ୟବହାର ନ କରି ସଡକ ପଥରେ ଯାଇଥାନ୍ତୁ, ତେବେ ଓଡିଶାର…

ସଂସ୍କୃତି ଏକାଡେମୀ ପକ୍ଷରୁ ଜନଜାତି ଲେଖକ ଲେଖିକାମାନଙ୍କୁ ନେଇ ଆୟୋଜିତ ହୋଇଛି ୪ଦିନିଆ ସମ୍ମିଳନୀ

ଜନଜାତିଙ୍କ ପରମ୍ପରା, ସଂସ୍କୃତି, ଅର୍ଥନୀତି, କଳାକୃତି ତଥା ଦର୍ଶନକୁ ଡିଜିଟାଲ୍ ପ୍ଲାଟଫର୍ମରେ ଯୋଡିବା ପାଇଁ ଆରମ୍ଭ ହୋଇଛି ଅଭିନବ ପ୍ରୟାସ। ଜନଜାତି ଲେଖକମାନଙ୍କ ଅପ୍ରକାଶିତ ପାଣ୍ଡୁଲିପି ଡିଜିଟାଲ ପ୍ଲାଟଫର୍ମରେ ପ୍ରକାଶ ପାଇବ। ଏଥିପାଇଁ @scstdevdept ଅଧିନସ୍ଥ ଆଦିବାସୀ ଭାଷା, ସଂସ୍କୃତି ଏକାଡେମୀ…