ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ
ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣା ବିଷୟରେ ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି…
