Category: ଭୁବନେଶ୍ବର

ଅନୁଗୋଳ ଜିଲ୍ଲାରେ ୨୦ ଯାଏଁ ସ୍କୁଲ ବନ୍ଦ

ଅନୁଗୋଳ/ଭୁବନେଶ୍ୱର : ଅନୁଗୋଳ ଜିଲ୍ଲାରେ ୨୦ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ। ଖରା ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କଲେ ଜିଲ୍ଲାପାଳ। ଏ ନେଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ DEO ନିର୍ଦ୍ଧେଶ ଜାରି ହୋଇଛି।ଅନୁଗୋଳର…

ଜରୁରୀ ସେବାକୁ ଇନ୍ଧନ ମନା କଲେ ଜେଲ୍‌

ସ୍ୱାସ୍ଥ୍ୟସେବା, ଆମ୍ବୁଲାନ୍ସ, ଅଗ୍ନିଶମ ଭଳି ଗୁରୁତ୍ୱପୂର୍ଣ୍ଣ ସେବାଗୁଡ଼ିକ ବିଦ୍ୟୁତ ବିଭ୍ରାଟ ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ସଂଯୋଗ ପାଇଁ ଡିଜି ସେଟ୍‌ ଏବଂ ପରିବହନ ପାଇଁ ପେଟ୍ରୋଲ/ଡିଜେଲ ଉପରେ ନିର୍ଭର କରିଥାନ୍ତି। ଉପଯୁକ୍ତ ସମୟରେ ପେଟ୍ରୋଲ କିମ୍ବା ଡିଜେଲ ଅଭାବରୁ ଚିକିତ୍ସା ସେବା…

ଯନ୍ତ୍ରୀ ଲକ୍ଷ୍ମଣ ହେମ୍ବ୍ରମ ଗିରଫ

ଭୂବନେଶ୍ୱର: ଉପବାଚସ୍ପତିଙ୍କ ଜାଲ ଦସ୍ତଖତରେ ବଦଳି ଷଡଯନ୍ତ୍ରରେ ଯନ୍ତ୍ରୀ ଗିରଫ । ହରିଚନ୍ଦନପୁର ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍‌ମଣ ହେମ୍ବ୍ରମ ଗିରଫ ହୋଇଛନ୍ତି । ଏନେଇ ସୂଚନା ଦେଲେ ଏସିପି ଜୋନ- ୧ । ବାଂଶପାଳ ବ୍ଲକର କନିଷ୍ଠ ଯନ୍ତ୍ରୀ…

ପାଠ୍ୟ ପୁସ୍ତକ ତ୍ରୁଟି: ଉନ୍ନୟନ କମିଶନଙ୍କ ଅଧ୍ଯକ୍ଷତାରେ ୩ ଜଣିଆ ଉଚ୍ଚସ୍ତରୀୟ କମିଟି ଗଠିତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ,…

ରାଷ୍ଟ୍ରପତିଙ୍କ ଜନ୍ମଦିନରେ ରାଇରଙ୍ଗପୁରରୁ ହେବ ଅନେକ ମେଗା ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସଫଳ ୨ ବର୍ଷ ଏବଂ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ…

୨୧ ଜୁନ୍‌ରୁ ୩୦ ଜୁନ୍‌ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଆୟୋଜିତ ହେବ ‘ସୁଭଦ୍ରା ଶକ୍ତି ସମାବେଶ’

ଭୁବନେଶ୍ୱର: ରଜ ପର୍ବର ଶେଷ ଦିନରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ରାଜ୍ୟବ୍ୟାପୀ ଆୟୋଜିତ ହେବାକୁ ଥିବା ‘ସୁଭଦ୍ରା ଶକ୍ତି ସମାବେଶ’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ରାଜ୍ୟର ସମସ୍ତ ଜିଲ୍ଲାର କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କ ସହ…

ରୁଷିଆନ୍ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ୍-୨୦୨୬ ବିଜୟ ପାଇଁ ସୁଦର୍ଶନ ପଟ୍ଟନାୟକଙ୍କୁ ରାଜ୍ୟପାଳଙ୍କ ଅଭିନନ୍ଦନ

ଭୁବନେଶ୍ୱର: ରୁଷିଆର କାଲିନିନଗ୍ରାଡ୍ ରିଜିଅନରେ ଆୟୋଜିତ ଆନ୍ତର୍ଜାତିକ ବାଲୁକା ଭସ୍କର୍ଯ୍ୟ ଉତ୍ସବରେ ସମ୍ମାନଜନକ ରୁଷିଆନ୍ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ୍-୨୦୨୬ ହାସଲ କରିଥିବା ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ତଥା ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ରାଜ୍ୟପାଳ ଡ. ହରି ବାବୁ…

ଆଜିର ରାଶିଫଳ

ଆଜିର ରାଶିଫଳ ରାଶି ଶୁଭ ଫଳାଫଳ ଶୁଭ ସଂଖ୍ୟା ଶୁଭ ରଙ୍ଗ ଶୁଭ ସମୟ ପ୍ରତିକାର ମେଷ କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ ୯ ଲାଲ୍ ସକାଳ ୮ – ୧୦ ହନୁମାନ ଚାଳିଶା ପାଠ କରନ୍ତୁ ବୃଷ ଅଟକି ରହିଥିବା କାମ…

ଆଜିର ରାଶିଫଳ

ଆଜିର ରାଶିଫଳ (୧୬ ଜୁନ୍ ୨୦୨୬) ରାଶି ଶୁଭ ଫଳାଫଳ ଶୁଭ ସଂଖ୍ୟା ଶୁଭ ରଙ୍ଗ ଶୁଭ ସମୟ ପ୍ରତିକାର ମେଷ କାର୍ଯ୍ୟରେ ସଫଳତା ମିଳିବ ୯ ଲାଲ ସକାଳ ୮-୧୦ ହନୁମାନ ଚାଳିଶା ପାଠ କରନ୍ତୁ ବୃଷ ଆର୍ଥିକ ଲାଭର…

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

ନୁଆଦିଲ୍ଲୀ: ପ୍ରତ୍ୟେକ ପିଲାଙ୍କ ପାଇଁ ଶିକ୍ଷା ଅଧିକାର ଦେବା ଲାଗି ଓଡିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ଯେ, ରାଜ୍ୟରେ କିଣ୍ଡରଗାର୍ଟନ (KG) ରୁ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ଶିକ୍ଷା ମାଗଣା…