ପୂର୍ବତନ ବିଧାୟକ ରାମମୂର୍ତ୍ତୀ ଗମାଙ୍ଗଙ୍କ ପରଲୋକରେ ବିଜେଡିର ଶୋକ ପ୍ରକାଶ
ଭୁବନେଶ୍ୱର: ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକରେ ବିଜୁ ଜନତା ଦଳ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି ।ଏକ ପ୍ରେସ ବିବୃତ୍ତିରେ ଦଳର ବରିଷ୍ଠ ଉପସଭାପତି ଶ୍ରୀ ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଯେ, ଗୁଣୁପୁର ନିର୍ବାଚନମଣ୍ଡଳୀ ତଥା…
