ସାମ୍ବାଦିକଙ୍କୁ ଧମକ ଦେବା ଅଭିଯୋଗରେ ପିଇଓ ଗିରଫ
ଯାଜପୁର: ସାମ୍ବାଦିକଙ୍କୁ ଧମକ ଦେବା ଅଭିଯୋଗରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ ଗିରଫ କରାଯାଇଛି।ଆବାସ ଯୋଜନା ତଦନ୍ତ ସମୟରେ ଅଧିକାରୀ ମଦ ପିଉଥିବାର ଏକ ଭିଡିଓ ସାମ୍ନାକୁ ଆସିଥିଲା। ଗିରଫ ଅଧିକାରୀ ଜଣକ ବିତନା ପିଇଓ ଶୁଶାନ୍ତ ସାହୁ ବୋଲି ଜଣାପଡି…
