ଅବସର କାଳୀନ ସମ୍ବର୍ଦ୍ଧନା ସଭା ଓ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ
ଅବସର କାଳୀନ ସମ୍ବର୍ଦ୍ଧନା ସଭା ଓ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ଯାଜପୁର __ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକ ଅନ୍ତର୍ଗତ ବାଛୋଳ ପଞ୍ଚାୟତର ଗୈଡିହ ଛକ ଠାରେ ଥିବା ବରୁଣେଇ ବାଳିକା ଉଚ୍ଚବିଦ୍ୟାଳୟର ଶିକ୍ଷା କର୍ମଚାରୀ ଅନାଦି ଚରଣ…
