ମାତୃଭାଷାରେ ଶିକ୍ଷା ସମୟର ଆବଶ୍ୟକତା, ଓଡ଼ିଶାବାସୀଙ୍କ ସମୃଦ୍ଧି ଉପରେ ବିଶ୍ୱବିଦ୍ୟାଳୟ ଚିନ୍ତା କରିବା ଆବଶ୍ୟକ – ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶା ମାନ୍ୟବର ରାଜ୍ୟପାଳ ଡଃ. ହରିବାବୁ କମ୍ଭମପାଟି, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଓ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ପ୍ରମୁଖ ଯୋଗଦେଲେ।…
