ଅନୁଗୋଳରେ ଜନ ଆକ୍ରୋଶ ମହିଳା ସମାବେଶ ଅନୁଷ୍ଠିତ
ଅନୁଗୋଳ,୨୬/୦୪/୨୦୨୬ – ଆଜି ଅନୁଗୋଳ ଟାଉନରେ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ ଅନୁଷ୍ଠିତ ହୋଇଥିଲା। ଶ୍ରୀ ଜଗନ୍ନାଥ ଙ୍କ ମନ୍ଦିର ସମ୍ମୁଖରୁ ପଦ ଯାତ୍ରା ବାହାରି ସଂସଦରେ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଆଣିଥିବା…
