ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି
ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ଅନୁଗୋଳ,ତା.୧୨.୦୧:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୪୦ଟି ଅଭିଯୋଗ ଗ୍ରହଣ କରାଯାଇଥୁଲା । ସେଥୁମଧ୍ୟରୁ ୩୮ଟି ବ୍ୟକ୍ତିଗତ…
