ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମ ବାର୍ଷିକ ପାଳନ ଉପଲକ୍ଷେ ପଦଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ
ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମ ବାର୍ଷିକ ପାଳନ ଉପଲକ୍ଷେ ପଦଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଗୋଳ,ତା. ୨୩.୧୦:- ଆଜି ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜନ୍ମ ବାର୍ଷିକ ପାଳନ ଉପଲକ୍ଷେ…
