କଣିହାଁରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି, ୮୯ ଅଭିଯୋଗ ଗ୍ରହଣ
କଣିହାଁରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି, ୮୯ ଅଭିଯୋଗ ଗ୍ରହଣ ଅନୁଗୋଳ, ୩୧/୦୮: ଅନୁଗୋଳ ଜିଲ୍ଲାପାଳ ଶ୍ରୀ ଅବଦାଲ ମୁହମ୍ମଦ ଅଖ୍ତରଙ୍କ ଅଧ୍ୟକ୍ଷତାରେ କଣିହାଁସ୍ଥିତ ପବିତ୍ର ମୋହନ ସଭାଗୃହରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ସମୁଦାୟ ୮୯ଟି…
