ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି
ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣିଅନୁଗୋଳ, ତା. ୧୦.୦୮.୨୦୨୬: ଜିଲ୍ଲା କାର୍ଯ୍ୟାଳୟଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୩୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ଓ ୮ଟି…
