ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି
ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି । ଅନୁଗୋଳ, ତା. ୧୨.୧୦:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାୟାଧର ବେହେରାଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୩୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା…
