‘ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ’ର ଶୁଭାରମ୍ଭ
‘ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ’ର ଶୁଭାରମ୍ଭ ଅନୁଗୋଳ,୧୨.୦୬: ଶିଶୁ ଶ୍ରମ ନିରାକରଣ ଏବଂ ଶିଶୁମାନଙ୍କ ଅଧିକାର ସୁରକ୍ଷା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆଜି ଅନୁଗୋଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ “ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ”ର…
