ବଅଁରପାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ: ସଟ୍ ସର୍କିଟ୍ରୁ ଜଳିଗଲା ଡିଜିଟାଲ୍ ବ୍ଲଡ୍ ଟେଷ୍ଟିଂ ମେସିନ୍, ୫୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ
ବଅଁରପାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ: ସଟ୍ ସର୍କିଟ୍ରୁ ଜଳିଗଲା ଡିଜିଟାଲ୍ ବ୍ଲଡ୍ ଟେଷ୍ଟିଂ ମେସିନ୍, ୫୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ ଅନୁଗୋଳ/ବଅଁରପାଳ: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ୍ ଅନ୍ତର୍ଗତ ବଅଁରପାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମଧ୍ୟରାତ୍ରିରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି…
