ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ । ଅନୁଗୋଳ, ତା. ୧୨.୧୦:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…
