କଟକ ଜିଲ୍ଲାପାଳଙ୍କୁ ସ୍ୱାଧିକାର ଭଙ୍ଗ ନୋଟିସ୍
କଟକ ଜିଲ୍ଲାପାଳଙ୍କୁ ସ୍ୱାଧିକାର ଭଙ୍ଗ ନୋଟିସ୍ । ରାଜ୍ୟସଭାରେ ଅଭିଯୋଗ କରିଥିଲେ ୭ ସାଂସଦ। କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେଙ୍କୁ ସ୍ୱାଧିକାର ଭଙ୍ଗ ନୋଟିସ୍ ଜାରି କରାଯାଇଛି । ସରକାରୀ କାର୍ଯ୍ୟକ୍ରମକୁ ସାଂସଦଙ୍କୁ ଆମନ୍ତ୍ରଣ କରାନଯିବା ଘଟଣାକୁ ନେଇ ରାଜ୍ୟସଭା…
