ଅଗ୍ନିକାଣ୍ଡରେ ହୋଟେଲ ଜଳିଗଲା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
ଅଗ୍ନିକାଣ୍ଡରେ ହୋଟେଲ ଜଳିଗଲା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ହନୁମାନ ମନ୍ଦିର ନିକଟରେ ଥିବା କୁନା ହୋଟେଲ ଶନିବାର ସନ୍ଧ୍ୟା ସମୟରେ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି…
