ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି ପାଳିତ
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି ପାଳିତ ବାଲିଗୁଡା,ତା, ୧୪/୦୪: (ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ତଥା…
