ଢେଙ୍କାନାଳ କଂଗ୍ରେସ କମିଟି ପକ୍ଷରୁ ବ୍ଲକ ଘେରାଉ
ଢେଙ୍କାନାଳ କଂଗ୍ରେସ କମିଟି ପକ୍ଷରୁ ବ୍ଲକ ଘେରାଉ ଢେଙ୍କାନାଳ ୧୮/୦୮: ରାଜ୍ୟର ବିଭିନ୍ନ ବ୍ଲକ ଅଫିସ ମାନଙ୍କରେ ବ୍ୟାପକ ପି.ସି. କାରବାର, ଆବାସ ଯୋଜନାରେ ଦୁର୍ନୀତି, ଦରଦାମ ବୃଦ୍ଧି, ବେକାରୀ, ନାରୀ ନିର୍ଯ୍ୟାତନା, ଚାଷୀମାରଣ ନୀତି, ଟାଟା କମ୍ପାନୀର ଖାଉଟି ବିରୋଧ…
