ଜବାହାର ଚୌକି ମହାଲକ୍ଷ୍ମୀ ପୂଜା ପ୍ରତିଷ୍ଠାନ ପକ୍ଷରୁ ମାଟି ଅନୁକୂଳ
ଜବାହାର ଚୌକି ମହାଲକ୍ଷ୍ମୀ ପୂଜା ପ୍ରତିଷ୍ଠାନ ପକ୍ଷରୁ ମାଟି ଅନୁକୂଳ ଢେଙ୍କାନାଳ ଜବାହାର ଚୌକି ମହାଲକ୍ଷ୍ମୀ ପୂଜା ପ୍ରତିଷ୍ଠାନ ପକ୍ଷରୁ ଆଜି ପବିତ୍ର ମାଟି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ଅବସରରେ ସ୍ଥାନୀୟ କମଗରା ଘାଟଠାରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା…
