ମା’ କାମନାକାଳୀଙ୍କର ଜନ୍ମୋତ୍ସବ ଓ ବିଶ୍ୱଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସଯାତ୍ରା
ମା’ କାମନାକାଳୀଙ୍କର ଜନ୍ମୋତ୍ସବ ଓ ବିଶ୍ୱଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସଯାତ୍ରା ଢେଙ୍କାନାଳ, ୨/୧୧: ସଦର ବ୍ଲକ୍ ଅନ୍ତର୍ଗତ ନରଣପୁର ଗ୍ରାମରେ ମା’କାମନାକାଳୀଙ୍କର ଜନ୍ମ ଉତ୍ସବ ଓ ବିଶ୍ୱଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସଯାତ୍ରା ଅନୁଷ୍ଠିତ ହୋଇଯାଇଅଛି । ସ୍ଥାନୀୟ ବଡଜୋରା ଠାରୁ ପୂଜାର୍ଚ୍ଚନା…
