ସୁପ୍ରିମକୋର୍ଟ ବିଚାରପତି ଭାବେ ଶପଥଗ୍ରହଣ କଲେ ଜଷ୍ଟିସ ଜୋୟମାଲ୍ୟା ବାଗ୍ଚୀ
କଲିକତା ହାଇକୋର୍ଟର ବିଚାରପତି ଜଷ୍ଟିସ ଜୋୟମାଲ ମାଲ୍ୟା ବାଗ୍ଚୀଙ୍କୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସଂଜୀବ ଖାନ୍ନା ଆଜି ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥପାଠ କରାଇଛନ୍ତି । ସୁପ୍ରିମକୋର୍ଟ ପରିସରରେ ଅନୁଷ୍ଠିତ ଶପଥଗ୍ରହଣ ଉତ୍ସବରେ ସମସ୍ତ ବିଚାରପତି ଗଣ ଉପସ୍ଥିତ ଥିଲେ…
