Category: ପଶ୍ଚିମବଙ୍ଗ

୨୯୧ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି,

ସୋମବାର ବିଜେପି ୧୪୪ ଆସନ୍‌ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା । ଆଜି (ମଙ୍ଗଳବାର) ଶାସକ ଟିଏମସି ୨୯୧ ବିଧାନସଭା ଆସନରେ ନିଜର ପ୍ରାର୍ଥୀ ଦେଇଛି । ବାକି ୩ଟି ଆସନ​‌ରେ ପ୍ରାର୍ଥୀ ଦେଇ ନାହିଁ ଟିଏମସି । ଦ୍ବିତୀୟ ପର୍ଯ୍ୟାୟ…

୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ନିର୍ବାଚନ ପାଇଁ ତାରିଖ ଘୋଷଣା, ଭାଗ ନେବେ ୧୭.୪ କୋଟି ଭୋଟର

୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ପାଇଁ ବାଜିଲା ନିର୍ବାଚନୀ ବିଗୁଲ। ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ରବିବାର ଭାରତୀୟ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି। ଆୟୋଗ ସ୍ପଷ୍ଟ କରିଛନ୍ତି ଯେ, ଏଥର ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ…

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

କୋଲକାତା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୋଲକାତାରେ ୧୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ, “ଆଜି କୋଲକାତାର ଏହି ଭୂମିରୁ ପଶ୍ଚିମବଙ୍ଗ ଓ ସମଗ୍ର…

ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ…..

ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟର ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି। ଶନିବାର ଦିନ ଉତ୍ତର ବଙ୍ଗଳାରେ ନବମ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀରେ ଯୋଗ ଦେବାକୁ ଯାଇଥିବା ବେଳେ ପ୍ରୋଟୋକଲ୍ ଉଲ୍ଲଂଘନ ଏବଂ କାର୍ଯ୍ୟକ୍ରମ…

ଭୁବନେଶ୍ୱରରେ ୫ଟି ସ୍ଥାନରେ କୋଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ଉ

ରାଜଧାନୀ ଭୁବନେଶ୍ୱରରେ ୫ଟି ସ୍ଥାନରେ କୋଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ଉ କରିଛି । ଅର୍ଥ ହେରଫେର୍ ଏବଂ ଜମି ଜାଲିଆତି ନେଇ ସକାଳୁ ସକାଳୁ ବଡ଼ ଧରଣର ଚଢ଼ଉ କରାଯାଇଛି । ହାଇଟେକ୍ ମେଡ଼ିକାଲ କଲେଜ ଓ ଭାରତୀୟ ବିଜ୍ଞାନ ବିକାଶ…

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

କୋଲକତା: ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସମ୍ପୂର୍ଣ୍ଣ ସ୍ୱଚ୍ଛ ଏବଂ ତ୍ରୁଟିମୁକ୍ତ ହେବା ପାଇଁ ନିର୍ବାଚନ କମିଶନ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ସହ ଏକ ଭର୍ଚୁଆଲ୍ ବୈଠକରେ…

ନିର୍ବାଚନ ପୂର୍ବରୁ ଚରମ ସୀମାରେ ରାଜନୈତିକ ହିଂସା; ଟିଏମ୍‌ସି-ବିଜେପି କର୍ମୀ ମୁହାଁମୁହିଁ, ମଞ୍ଚରେ ଲଗାଇଲେ ନିଆଁ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଚରମ ସୀମାରେ ପହଞ୍ଚିଛି। ରବିବାର ସନ୍ଧ୍ୟାରେ କୋଲକାତାର ସାଖେରବଜାର ଏବଂ ବେହାଲା ପଶ୍ଚିମ ଅଞ୍ଚଳରେ ଭାଜପା ଏବଂ ତୃଣମୂଳ କଂଗ୍ରେସ (TMC) କର୍ମୀଙ୍କ ମଧ୍ୟରେ ଭୟଙ୍କର ସଂଘର୍ଷ ଘଟିଛି। ଏହି ସଂଘର୍ଷ ଯୋଗୁଁ…

ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯିବେ ନୀତିନ ନବୀନ

ବିଜେପିର ନୂତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ମଙ୍ଗଳବାରଠାରୁ ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯିବେ। ସେ ଜାନୁଆରି ୨୭ ଏବଂ ୨୮ ତାରିଖରେ ଦୁର୍ଗାପୁର ଏବଂ ଆସାନସୋଲ ଗସ୍ତ କରିବେ। ଦଳର ଜାତୀୟ ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର…

ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

କୋଲକାତା: ଇଣ୍ଡିଆନ ପଲିଟିକାଲ ଆକ୍ସନ କମିଟି (ଆଇ-ପ୍ୟାକ୍‌) କାର୍ଯ୍ୟାଳୟ ଓ ଏହାର ସହ ପ୍ରତିଷ୍ଠାତା ପ୍ରତୀକ ଜୈନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଚଢଉକୁ ନେଇ ତୃୃଣମୂଳ କଂଗ୍ରେସ (ଟିଏମସି) ପକ୍ଷରୁ ଦାୟର ଆବେଦନକୁ ହାଇକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ପଶ୍ଚିମବଙ୍ଗ…

ତିନି ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାରୁ ଆହୁରି ଆସିବ ପୁଞ୍ଜି । ତିନି ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଶ୍ଚିମବଙ୍ଗରେ ଆୟୋଜିତ ହେବାକୁ ଥିବା ଇନ୍‌ଭେଷ୍ଟର ମିଟରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।ସେହିପରି ମୁଖ୍ୟମନ୍ତ୍ରୀ ସହିତ ଶିଳ୍ପ ମନ୍ତ୍ରୀ ଓ…