Category: ପୁରୀ

ରଥଯାତ୍ରା ଜଗିବ AI କ୍ୟାମେରା ଓ ରକ୍ଷକ ବାହନ : ଯାତାୟତ ପାଇଁ ବିଶେଷ ମୋବାଇଲ ଆପ୍

ଭୂବନେଶ୍ୱର: ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ…

ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବାକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି

ପୂରୀ: ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବାକୁ ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି। ଏଏସଆଇକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ। ରଥଯାତ୍ରା ସମୟରେ ଜୁନ୍ ୨୮ରୁ ଜୁଲାଇ ୬ ମଧ୍ୟରେ ବାକି ଥିବା ରତ୍ନଭଣ୍ଡାର କାମ…

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ସରିଲା ବୈଠକ; ରଥରେ ଅଣସେବକ ଚଢ଼ିଲେ ରୁଜୁ ହେବ ମୋକଦ୍ଦମା

ପୂରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଦଇତାପତିଙ୍କ ବୈଠକ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଦଇତାପତି ନିଯୋଗ ସଭାପତି ଓ ସମ୍ପାଦକଙ୍କ ସହ ବାଡଗ୍ରାହୀ ଓ ଯୁବ ଦଇତାପତି ଯୋଗ ଦେଇଥିଲେ । ଚଳିତ…

କାବ୍ୟାଞ୍ଜଳି କବିତା ସଂକଳନ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉନ୍ମୋଚିତ

ପୂରୀ: ପବିତ୍ର ମହାକୁମ୍ଭ ଆଧାରରେ ପ୍ରସ୍ତୁତ ଆଧ୍ୟାତ୍ମିକ କବିତା ସଂକଳନ ବା କଫି ଟେବୁଲ ବୁକ୍ ଓଡ଼ିଆ ସାହିତ୍ୟ ଆକାଶରେ ଏକ ଜାଜୁଲ୍ୟମାନ କିର୍ତ୍ତି ହୋଇ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଦେବସ୍ନାନ ପୂର୍ଣ୍ଣିମା…

ସ୍ନାନ ପୂର୍ଣ୍ଣିମାରେ ପୁରୀରେ ଜଘନ୍ୟ ହତ୍ୟାକାଣ୍ଡ

ପୂରୀ: ସ୍ନାନ ପୂର୍ଣ୍ଣିମାରେ ପୁରୀରେ ଜଘନ୍ୟ ହତ୍ୟାକାଣ୍ଡ । ଟାଉନ ଥାନା ଗୁଡିଆସାହି ରାବେଣୀ ଚଉଁରା ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡରେ ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଜଗନ୍ନାଥ ଦୀକ୍ଷିତ । ତେବେ ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ…

ଦେବ ଦୁର୍ଲଭ ହାତୀବେଶରେ ମହାପ୍ରଭୁ

ଶ୍ରୀ କ୍ଷେତ୍ର ପୁରୀରେ ସ୍ନାନବେଦୀ ଉପରୁ ଅଗଣିତ ଶ୍ରଦ୍ଧାଳୁଙ୍କୁ ଦେବ ଦୁର୍ଲଭ ହାତୀବେଶରେ ଦିବ୍ୟ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ପୁରୀ ବଡ଼ଦାଣ୍ଡରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କର ସମାଗମ ହୋଇଛି । ଆଜି ଶ୍ରୀଜୀଉଙ୍କର ପ୍ରସିଦ୍ଧ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି ।…

ରଥ ଉପରକୁ ମୋବାଇଲ ନେଇ ଯାଇପାରିବେନି ସେବାୟତ: ଆଇନ ମନ୍ତ୍ରୀ

ସ୍ନାନପୂର୍ଣ୍ଣିମା ପାଇଁ ପୁରୀରେ ପ୍ରସ୍ତୁତି ଜେରଦାର ଚାଲିଛି । ଏହି ସମୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, “ରୀତିନୀତି ଦୃଷ୍ଟିରୁ ସବୁ ଠିକ ଅଛି । ଠିକ ସମୟରେ ସରିବ ପହଣ୍ଡିବିଜେ…

ସ୍ନାନଯାତ୍ରା ପରେ ଅଣସରରେ ରହିବେ ତିନି ଠାକୁର, ପୂଜା ପାଇବେ ପଟିଦିଅଁ

ଶ୍ରୀ ଜିଉଙ୍କର ସ୍ନାନ ଯାତ୍ରାପରେ ତିନି ଠାକୁର ଅଣସରରେ ରହିଥାଆନ୍ତି । ସେହି ସମୟରେ ରତ୍ନ ସିଂହାସନରେ ତିନି ଠାକୁରଙ୍କ ବଦଳରେ ପୂଜା ପାଇଥାନ୍ତି ପଟି ଦିଅଁ । ଏହି ପଟି ଦିଅଁ କାର୍ଯ୍ୟ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।…

ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ଉପରେ ଲାଗିଲା କଟକଣା

ପୂରୀ: ଆଉ ଦୁଇ ଦିନ ପରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା । ଆଉ ଏହା ପରେ ଆରମ୍ଭ ହୋଇଯିବ ବିଶ୍ବ ପ୍ରସିଦ୍ଧ ରଥାଯାତ୍ରା । ଏହି ଅବସରରେ ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ଉପରେ କଟକଣା ଜାରି ହୋଇଛି ।…

ରଥ ଉପକରଣ ବିକ୍ରି ପାଇଁ ଆସିଲା ନୂଆ ଏସଓପି

ପୂରୀ: ରଥ ଉପକରଣ ବିକ୍ରି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସିଲା ନୂଆ ଏସଓପି । ଉଚ୍ଚା ଦର ଯୋଗୁ ବିକ୍ରି ହୋଇନପାରି ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ଖତ ଖାଉଛି ଗତ ବର୍ଷ ମାନଙ୍କରେ ବ୍ୟବହୃତ ରଥର ଚକ, ପ୍ରଭା ସମେତ…