ପୁରୀ ଜିଲ୍ଲାର ୩ ବେଳାଭୂମି ହେବ ‘ବ୍ଲୁ ଫ୍ଲାଗ୍ ବିଚ୍’
ପୁରୀ ଜିଲ୍ଲାର ୩ ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ବିଚ୍ରେ ରୂପାନ୍ତର କରାଯିବ । ଏନେଇ ପ୍ରଶାସନିକ ପଦକ୍ଷେପ ନିଆଯାଇଛି । ଏହା ହେଉଛି ଅସ୍ତରଙ୍ଗର ପୀରଜାହାନିଆ ବେଳାଭୂମି, ପୁରୀର ବେଲେଶ୍ୱର ବେଳାଭୂମି ଓ ଫୁଲପାଟଣା ପର୍ଯ୍ୟଟନ ବେଳାଭୂମି (ବାଲିଗୁଆଳି ଠାରୁ ସୈକତ…
