ଅମ୍ବାଭୋନା ବ୍ଲକ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସମ୍ବର୍ଦ୍ଧନା
ଅମ୍ବାଭୋନା ବ୍ଲକ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସମ୍ବର୍ଦ୍ଧନା । ଅମ୍ବାଭୋନା -୧୩/୦୭/୨୦୨୩- ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକରେ ନୂତନ ଭାବରେ ଯୋଗ ଦେଇ ଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବନା ସାହୁଙ୍କୁ ଅମ୍ବାଭୋନା ବ୍ଲକର ସମସ୍ତ ଉଚ୍ଚ ବିଦ୍ୟାଳୟ ତରଫରୁ…
