ଚାଉଳ ଟ୍ରକରେ ଗଞ୍ଜେଇ ଚାଲାଣ, ୨ ଗିରଫ
ବୌଦ୍ଧ: ଚାଉଳ ବୋଝେଇ ଟ୍ରକ୍ରେ ଚାଲାଣ ହେଉଥିଲା ଗଞ୍ଜେଇ। ପୋଡ଼ାପଦର୍ ହାଇସ୍କୁଲ ପଡିଆ ନିକଟରେ ମାଡ଼ି ବସିଲା ପୋଲିସ। ଟ୍ରକ୍ରୁ ଜବତ ହେଲା ୧୨ କ୍ଵିଣ୍ଟାଲ ଗଞ୍ଜେଇ। ଗାଡ଼ି ସହିତ ୨ ଜଣଙ୍କୁ ଗିରଫ କଲା ଘଣ୍ଟାପଡ଼ା ପୋଲିସ। ବୌଦ୍ଧ ଜିଲ୍ଲା…
ଶେଷ ହେଲା ସାତକୋଶିଆର କୁମ୍ଭୀର ଗଣନା, ୧୯ କୁମ୍ଭୀର ଚିହ୍ନଟ
ବୌଦ୍ଧ: ବୌଦ୍ଧ ବନଖଣ୍ଡ କୁସଙ୍ଗ ରେଞ୍ଜ ଅଧୀନ ମହାନଦୀ ସାତକୋଶିଆ ଗଣ୍ଡରେ ଶେଷ ହୋଇଛି ୩ ଦିନ ଧରି ଚାଲିଥିବା କୁମ୍ଭୀର ଗଣନା। ଏହି ଗଣନା ପରେ ସମୁଦାୟ ୧୯ ଟି କୁମ୍ଭୀର ଥିବା ବେଳେ ୧୧ ଟି ଘଡିଆଳ ଓ…
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର ବୌଦ୍ଧ : ଭିଜିଲାନ୍ସ ଜାଲରେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର । ଜଣେ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି ବୟନ ଶିଳ୍ପ…
ବଜ୍ରାଘାତରେ ଜଣେ ମୃତ
ବୌଦ୍ଧ: ଗଛ ତଳେ ଆଶ୍ରୟ ହେଲା କାଳ; ବଜ୍ରାଘାତରେ ଜଣେ ମୃତ। ବର୍ଷାରେ ଗଛ ତଳେ ୩ ସାଙ୍ଗ ଆଶ୍ରୟ ନେଇଥିଲା ବେଳେ ବଜ୍ରାଘାତ। ଜଣଙ୍କର ମୃତ୍ୟୁ; ଆଉ ୨ ସାଙ୍ଗ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି। ବାଉଁଶୁଣୀ ଥାନା ବଲାକିରାରେ…
ରାମ ମନ୍ଦିର ନିର୍ମାଣ ନିମନ୍ତେ ଭୂମିପୂଜନ ଓ ଶିଳାନ୍ୟାସ
ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନୂଆହତା ଗ୍ରାମପଞ୍ଚାୟତ ର ପାଟଣା ସାହି ଠାରେ ରାମ ମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜନ କରିବା ସହ ଶିଳା ନ୍ୟାସ କାର୍ଯ୍ୟକ୍ରମ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନ ସଭାର ଉପ ବାଚସ୍ପତି ରଜନିକାନ୍ତ…
ଉନ୍ନତ ଚିକିସ୍ଥା ପାଇଁ ୮ ଗୁରୁତ୍ତର ଶ୍ରମିକକୁ ଏୟାରଲିଫ୍ଟ କରାଇଲା ଟାଟା କାରଖାନା
ଉନ୍ନତ ଚିକିସ୍ଥା ପାଇଁ ୮ ଗୁରୁତ୍ତର ଶ୍ରମିକକୁ ଏୟାରଲିଫ୍ଟ କରାଇଲା ଟାଟା କାରଖାନା ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ଟାଟା ଷ୍ଟିଲ୍ ମେରାମଣ୍ଡଳି କାରଖାନାର BFPP – 2 ରେ ଗତ ମଙ୍ଗଳବାର ଘଟିଥିବା ଦୁର୍ଘଟଣାରେ ୧୯ ଜଣ ଶ୍ରମିକ ଗୁରୁତ୍ତର…
ଯୋରନ୍ଦା ପାଇଁ ୧୧୨ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ପୀଠର ସମ୍ପୂର୍ଣ୍ଣ ରୁପାନ୍ତର ହେବ। ମେ ୨୯ ତାରିଖ ଦିନ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ୧୫ ଦିନରେ ପ୍ରକଳ୍ପ ରିପୋର୍ଟ ଦେବା ପାଇଁ ପରାମର୍ଶ ଦେଇଥିଲେ।…
ରଜ ସଂକ୍ରାନ୍ତି ରେ ଜଗନ୍ନାଥ ମନ୍ଦିର ପରିସରରୁ ନାଗ ଉଦ୍ଧାର
ରଜ ସଂକ୍ରାନ୍ତି ରେ ଜଗନ୍ନାଥ ମନ୍ଦିର ପରିସରରୁ ନାଗ ଉଦ୍ଧାର ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ପଞ୍ଚ ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିସରରୁ ଏକ ନାଗ ସାପ ଉଦ୍ଧାର କରାଯାଇଛି। ସୂଚନା ମୁତାବକ ଜଗନ୍ନାଥ ମନ୍ଦିର ରେ ଦେବସ୍ନାନ ପୂର୍ଣ୍ଣିମା…
ମେରାମଣ୍ଡଳି ଟାଟା କାରଖାନା ଦୁର୍ଘଟଣାରେ ପ୍ରାୟ ୧୯ ଗୁରୁତ୍ତର
ସ୍ଥାନୀୟ ଅଞ୍ଚଳବାସୀ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଦାବି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟା ଷ୍ଟିଲ୍ ମେରାମଣ୍ଡଳୀ କମ୍ପାନୀରେ ମଙ୍ଗଳବାର ବଡ଼ଧରଣର ଦୁର୍ଘଟଣା ଘଟିଛି। ଅପରାହ୍ନ ପ୍ରାୟ ୧ଟାରେ କାରଖାନାର ବ୍ଲାଷ୍ଟ ଫର୍ନେଶ ଷ୍ଟିମ୍ ଲାଇନ୍ ଫାଟି ଉତ୍ତପ୍ତ ବାଷ୍ପ…
