ସ୍ୱାସ୍ଥ୍ୟସେବା ସମ୍ମାନରେ ସମ୍ମାନିତ ହେଲେ ବିଷ୍ଣୁପ୍ରିୟା
ସ୍ୱାସ୍ଥ୍ୟସେବା ସମ୍ମାନରେ ସମ୍ମାନିତ ହେଲେ ବିଷ୍ଣୁପ୍ରିୟା ବ୍ରହ୍ମପୁର (ଟୁକୁନା ପ୍ରଧାନ, ୨୩.୨.୨୦୨୩)-: ଗତକାଲି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସ୍ଥିତ ଟାଉନ ହଲ୍ ପରିସରରେ ଆମ ଗାଁ କଲ୍ଯାଣ ସମିତି ଓ ଜନ ଆରୋଗ୍ୟ ସମିତି ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏଥିରେ…
