ଆସିଲା ସୌମ୍ୟଙ୍କ ପୋଷ୍ଟମର୍ଟମ ରିପୋର୍ଟ
ଭୁବନେଶ୍ୱର: କନଷ୍ଟେବଲ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ବାଲିଅନ୍ତା ପୋଲିସକୁ ହସ୍ତାନ୍ତର କରାଯାଇଛି । ଆଜି କ୍ରାଇମବ୍ରାଞ୍ଚ ଟିମ ତଦନ୍ତ ଜାରି ରଖିଛନ୍ତି । ସୌମ୍ୟଙ୍କ ସାଙ୍ଗ ଓମ ପ୍ରକାଶକୁ ପଚରା ଉଚରା…
